୧.୨୯ ଲକ୍ଷ କୋଟି ଟଙ୍କା ରିଫଣ୍ଡ ଦେଲା ସିବିଡିଟି

ନୂଆଦିଲ୍ଲୀ: କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ୧.୨୯ ଲକ୍ଷ କୋଟି ଟଙ୍କା ଟିକସଦାତାଙ୍କୁ ରିଫଣ୍ଡ ପ୍ରଦାନ କରାଯାଇଛି। ଏପ୍ରିଲରୁ ନଭେମ୍ବର ମଧ୍ୟରେ ୩୯.୪୯ ଲକ୍ଷ ଟିକସଦାତାଙ୍କୁ ଏହି ରିଫଣ୍ଡ ଜାରି କରାଯାଇଥିବା ଆୟକର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୭.୫୫ ଲକ୍ଷ ମାମଲାରେ ୩୪,୮୨୦ କୋଟି ଟଙ୍କାର ବ୍ୟକ୍ତିଗତ ଆୟକର ରିଫଣ୍ଡ ଦିଆଯାଇଥିବା ବେଳେ ୧.୯୩ ଲକ୍ଷ ମାମଲାରେ ୯୪,୩୭୦ କୋଟି ଟଙ୍କାର କର୍ପୋରେଟ ଟିକସ ରିଫଣ୍ଡ ଦିଆଯାଇଛି। ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ରିଟର୍ନ ଫାଇଲ କରିବାର ସୀମାକୁ ଅର୍ଥ ମନ୍ତ୍ରଣାଳୟ ଡିସେମ୍ବର ୩୧ ଯାଏ ବଢାଇଛି। ଏଥି ଲାଗି ପୂର୍ବରୁ ନଭେମ୍ବର ୩୦ ଶେଷ ସୀମା ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାସେଞ୍ଜର ଯାନ ବିକ୍ରି ୩୮% କମିଲା

ନୂଆଦିଲ୍ଲୀ,୨୧।୭: ଅଟୋମୋବାଇଲ ବଜାର ଉପରେ କରୋନାର ପ୍ରଭାବ ଜାରି ରହିଛି। ଗତ କିଛି ମାସ ଧରି ଘରୋଇ ବଜାରରେ ଯାନ ବିକ୍ରି କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି।...

ବଜେଟରେ ମିଳିପାରେ ଟିକସ ରିହାତି

ନୂଆଦିଲ୍ଲୀ,୧୯-୧: ଫେବୃୟାରୀ ପହିଲାରେ ସାଧାରଣ ବଜେଟ ଆସିବାକୁ ଥିବା ବେଳେ ଏଥିରେ ବିଭିନ୍ନ ଟିକସ ରିହାତି ମିଳିପାରେ ବୋଲି ବଜାର ବିଶେଷଜ୍ଞ ମତ ରଖିଛନ୍ତି। ବେତନଭୋଗୀ...

ଏହି ପ୍ଲାନରେ ୫୦ ଜିବି ବୋନସ୍‌ ଡାଟା ଦେଉଛି ଭୋଡାଫୋନ୍‌-ଆଇଡିଆ, ତା’ ସହ ରହିଛି…

ନୂଆଦିଲ୍ଲୀ,୨୯।୧: ଟେଲିକମ୍‌ କମ୍ପାନୀ ଭୋଡାଫୋନ୍‌ ଆଇଡିଆ(ଭିଆଇ) ଏହାର ୨୫୯୫ ଟଙ୍କା ପ୍ରିପେଡ ପ୍ଲାନରେ ଉପଭୋକ୍ତମାନଙ୍କୁ ବୋନସ୍‌ ଡାଟା ଦେଉଛି। କିନ୍ତୁ ଏହା କେବଳ କମ୍ପାନୀର ମୋବାଇଲ୍‌...

୪୦% ଖସିଲା ଯାନ ବିକ୍ରି

ଭୁବନେଶ୍ୱର,୧୧।୮: କରୋନା ଯୋଗୁ ଅଟୋମୋବାଇଲ ବଜାର ପ୍ରଭାବିତ ସ୍ଥିତିରେ ରହିଛି। ଲଗାତର ଭାବେ ବିକ୍ରି ହ୍ରାସ ହେଉଥିବା ବେଳେ ଜୁଲାଇ ମାସରେ ଯାନ ବିକ୍ରି କମିଥିବା...

ଶୀଘ୍ର ଟ୍ରାକ୍‌କୁ ଫେରିପାରିବେନି ଏମ୍‌ଏସ୍‌ଏମ୍‌ଇ

ନୂଆଦିଲ୍ଲୀ,୨୭।୪: କୋଭିଡ୍‌-୧୯ ଦେଶର ଅଣୁ କ୍ଷୁଦ୍ର ମଧ୍ୟମ (ଏମ୍‌ଏସ୍‌ଏମ୍‌ଇ)ର ସମସ୍ୟା ବଢାଇଦେଇଛି। ମାନ୍ଦାବସ୍ଥା ସହ ଜୁଝୁଥିବା ଏହି ଶିଳ୍ପଗୁଡିକର କାରବାର ଲକ୍‌ଡାଉନ ପାଇଁ ପୁଣି ଥରେ...

ଧାନ ଏମ୍‌ଏସ୍‌ପି ୧୮୬୮ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ,୨ା୬(ପି.ଟି.): କେନ୍ଦ୍ର ସରକାର ୨୦୨୦-୨୧ ବର୍ଷ ଲାଗି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) କୁଇଣ୍ଟାଲ ପ୍ରତି ୫୩ ଟଙ୍କା ବୃଦ୍ଧି କରିଛନ୍ତି। ଫଳରେ ଧାନ...

ଡାବର ଇଣ୍ଡିଆ ଅଧ୍ୟକ୍ଷ ହେଲେ ଅମିତ ବର୍ମନ

ନୂଆଦିଲ୍ଲୀ,୨୦-୭: ଦୈନନ୍ଦିନ ବ୍ୟବହାରରେ ଲାଗୁଥିବା ସାମଗ୍ରୀ ଉତ୍ପାଦକ ଡାବର ଇଣ୍ଡିଆର ଅଧ୍ୟକ୍ଷ ଭାବେ ଅମିତ ବର୍ମନଙ୍କୁ ନିଯୁକ୍ତ କରାଯାଇଛି। ଉତ୍ତରାଧିକାରୀ ପରମ୍ପରା ଅନୁଯାୟୀ ତାଙ୍କୁ ଏହି...

ଓଡ଼ିଶାରେ ଜିଏସ୍‌ଟି ଆଦାୟ ୧୩% ବୃଦ୍ଧି

କଟକ,୨।୮: ଚଳିତ ବର୍ଷ ଜୁଲାଇ ମାସରେ ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହି ସମୟରେ ୭୯୪.୦୨ କୋଟି ଟଙ୍କାର ଜିଏସ୍‌ଟି ଆଦାୟ କରାଯାଇଛି।...

Advertisement
Archives

Model This Week