‘ଗେଲ’ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କେବି ସିଂଙ୍କୁ ଗିରଫ କଲା ସିବିଆଇ, ୫୦ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୯: ଭାରତ ସରକାରଙ୍କର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଅଧୀନରେ ଥିବା ଗ୍ୟାସ ଅଥୋରିଟି ଅଫ ଇଣ୍ଡିଆ ଲିମିଟେଡ(ଗେଲ)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କେବି ସିଂଙ୍କୁ ଗିରଫ କରିଛି ସିବିଆଇ। କେବି ସିଂଙ୍କ ସମେତ ଆହୁରି ୫ଜଣଙ୍କୁ ଗିରଫ କରାଯାଇଛି। ଖବର ସରବରାହ ସଂସ୍ଥା ଏଏନଆଇ ଅନୁଯାୟୀ, ୫୦ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗରେ ସିବିଆଇ କେବିଙ୍କୁ ଗିରଫ କରିଛି।

ସିବିଆଇ ଅଧିକାରୀଙ୍କ କହିବାନୁସାରେ, ଅଧିକାରୀମାନେ ନୋଏଡା, ଦିଲ୍ଲୀ, ବିଶାଖାପାଟନମରେ ଚଢାଉ କରିଥିଲେ। ୫୦ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ ସିବିଆଇ ଦିଲ୍ଲୀ, ନୋଏଡା, ବିଶାଖାପାଟନମରେ ଗେଲ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓ ଅନ୍ୟମାନଙ୍କ ଠିକଣାରେ ସର୍ଚ୍ଚ ଅପରେଶନ ଜାରି ରଖିଛି। ଗ୍ୟାସ ପାଇପଲାଇନ ପ୍ରକଳ୍ପରେ କିଛି କଣ୍ଟ୍ରାକ୍ଟରଙ୍କୁ ଅନୁକମ୍ପା ଦେବା ପାଇଁ ଲାଞ୍ଚ ପ୍ରଦାନ କରାଯାଇଥିଲା ବୋଲି ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?