NEET ପେପର ଲିକ୍‌ ମାମଲାରେ ଭୁବନେଶ଼୍ବର ଲିଙ୍କ୍‌, ଜଣେ ଗିରଫ

ଭୁବନେଶ଼୍ବର, ୦୬।୦୮: ବହୁ ଚର୍ଚ୍ଚିତ ନିଟ୍‌ ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଭୁବନେଶ଼୍ବର ଲିଙ୍କ୍‌ ସାମ୍ନାକୁ ଆସିଛି । ଏହି ମାମଲାରେ ଭୁବନେଶ଼୍ବରରୁ ଜଣଙ୍କୁ ଗିରିଫ କରିଛି ସବିଆଇ । ସୁଶାନ୍ତ ସାମନ୍ତ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରିଛି ସିବିଆଇ । ସୁଶାନ୍ତର ପ୍ରଶ୍ନପତ୍ର ବିତରଣରେ ସଂପୃକ୍ତି ଥିବା ଅଭିଯୋଗ ହୋଇଥିଲା । ସିବିଆଇ ତାଙ୍କୁ ଗିରଫ କରି କୋର୍ଟରେ ହାଜର କରିଥିଲା । ପରେ ତାଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ ।

ଭୁବନେଶ଼୍ବରରୁ ସୁଶାନ୍ତଙ୍କୁ ଗିରଫ କରାଯାଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ପୂର୍ବରୁ ନିଟ୍‌ ମାମଲାରେ ବିହାର, ମହାରାଷ୍ଟ୍ର ସମେତ ବିଭିନ୍ନ ରାଜ୍ୟରୁ ଅଭିଯୁକ୍ତମାନଙ୍କୁ ଗିରିଫ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୯।୨: ବିଧାୟକ ବାବୁ ସିଂଙ୍କ ଆବେଦନ ହାଇକୋର୍ଟରେ ଖାରଜ କରାଯାଇଛି। ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ କରାଯାଇଛି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପ୍ରେମ ସପ୍ତାହରେ ପ୍ରେମିକଙ୍କୁ ହତ୍ୟା: ଗାଁରୁ ଆସିଥିବା ଟ୍ୟାକ୍ସି ଡ୍ରାଇଭର ପ୍ରେମିକଙ୍କୁ ହତ୍ୟାକଲେ ପାଲରେ କାମ କରୁଥିବା ପ୍ରେମିକା

ଭୁବନେଶ୍ୱର,୯।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଏବେ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ତଣ୍ଟି କାଟି ହତ୍ୟା କରିବା ଅଭିଯୋଗରେ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri