Posted inଜାତୀୟ

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ପୁଣି ଜଣେ ଗିରଫ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଆଉ ଜଣଙ୍କୁ ଗିରଫ କରିଛି। ଅଭିଷେକ ବୋଇନପାଲିଙ୍କୁ ସିବିଆଇ ଗିରଫ କରିଛି। ଅଭିଷେକଙ୍କୁ କୋର୍ଟରେ ହାଜର କରାଯିବ। ସିବିଆଇ ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ଦକ୍ଷିଣ ଭାରତର କିଛି ମଦ ବ୍ୟବସାୟୀଙ୍କ ପାଇଁ କାମ କରୁଥିବା ଅଭିଷେକ ବୋଇନପାଲୀଙ୍କୁ ରବିବାର ପଚରାଉଚରା ପାଇଁ ଡକାଯାଇଥିଲା। ସେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନରୁ ଦୂରେଇ ଯାଉଥିବା ଜାଣି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରାଯାଇଛି। ଏହାପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି ନେତା ବିଜୟ ନାୟାରଙ୍କୁ ସିବିଆଇ ଗିରଫ କରିଥିଲା। ଏହି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ମଧ୍ୟ ଜଣେ ଅଭିଯୁକ୍ତ।
ସୂଚନାଯୋଗ୍ୟ, ମନୀଷ ସିସୋଡିଆଙ୍କ ସମେତ ଆଠ ଜଣ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ଏକ ଲୁକ୍‌ ଆଉଟ ସର୍କୁଲାର ନୋଟିସ ଜାରି କରିଛି। ଏଫ୍‌ଆଇଆର୍‌ରେ ମୋଟ ନଅ ଜଣଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କୃଷକଙ୍କ ଆତ୍ମହତ୍ୟା ଉଦ୍ୟମ

ବାଲାପୁର,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ବର୍ଷ ପୂର୍ବରୁ ଯେଉଁ କୃଷକଙ୍କୁ ପ୍ରଶଂସା କରିଥିଲେ ସେ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର...

ଜୁନ୍‌ ୨୬ରୁ ବିଦେଶ ଗସ୍ତରେ ଯିବେ ମୋଦି

ନୂଆଦିଲ୍ଲୀ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍‌ ୨୬-୨୮ରେ ବିଦେଶ ଗସ୍ତରେ ଯିବେ। ବୁଧବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ,...

ଦୁର୍ଘଟଣା ପୂର୍ବରୁ ପୀଡ଼ିତାଙ୍କ ପତ୍ର ନ ମିଳିବା ଘଟଣା: ସିଜେଆଇଙ୍କ କାରଣ ଦର୍ଶାଅ ନୋଟିସ୍‌

ନୂଆଦିଲ୍ଲୀ, ୩୦ା୭: ଉନ୍ନାଓ ପୀଡ଼ିତା ଓ ତାଙ୍କ ପରିବାର ଯାଉଥିବା କାର୍‌ ଦୁର୍ଘଟଣାଗ୍ରସ୍ତ ହେବାର କିଛିଦିନ ପୂର୍ବରୁ ପୀଡ଼ିତା ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ ନିକଟକୁ...

୫ ଦିନରେ ମାତ୍ର ୯୭ ମିନିଟ ଚାଲିଛି ସଂସଦ

ନୂଆଦିଲ୍ଲୀ,୧୭।୩: ଶିଳ୍ପପତି ଗୌତମ ଅଦାନୀ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଜାରି ରହିଥିବା ହଟ୍ଟଗୋଳ ଯୋଗୁୁ ପଞ୍ଚମ ଦିନରେ ବି ସଂସଦ...

ଦିଲ୍ଲୀ ବିମାନ ବନ୍ଦରରେ ଶାହ ଫୈସଲ ଅଟକ

ନୂଆଦିଲ୍ଲୀ,୧୪।୮: ପୂର୍ବତନ ଆଇଏସ୍‌ ଅଧିକାରୀ ତଥା ଜମ୍ମୁ-କଶ୍ମୀର ପିପୁଲ୍ସ୍‌ ମୁଭମେଣ୍ଟର ଅଧ୍ୟକ୍ଷ ଶାହ ଫୈସଲଙ୍କୁ ବୁଧବାର ଦିଲ୍ଲୀ ବିମାନ ବନ୍ଦରରେ ପୋଲିସ ଅଟକ ରଖିଛି। ଶାହ...

ଡ୍ରଗ୍ସ ମାମଲାରେ ଅଷ୍ଟ୍ରେଲୀୟ ଗିରଫ

ନୂଆଦିଲ୍ଲୀ,୧୪।୧୧: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଓ ବଲିଉଡ୍‌ ଡ୍ରଗ୍ସ ମାମଲାକୁ ନେଇ ଏକାଧିକ ବ୍ୟକ୍ତିଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଜେରା କରିବା ପରେ...

ଗୁରୁଦିବସ ଅବସରରେ ଶିକ୍ଷକଙ୍କୁ ପୁରସ୍କୃତ କଲେ ରାଷ୍ଟ୍ରପତି: ୪୬ଜଣଙ୍କୁ ରାଷ୍ଟ୍ରୀୟ ସମ୍ମାନ

ନୂଆଦିଲ୍ଲୀ,୫।୯: ଶିକ୍ଷାର ମାନ, ଅଭିନବୀକରଣ ଓ ରୋଚକ କରିଥିବା ଦେଶର ୪୬ ଜଣ ଶିକ୍ଷକଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରୀୟ ସମ୍ମାନରେ ସମ୍ମାନୀତ କରିଛନ୍ତି।...

ଟୁଇଟର ସହ ପ୍ରତିଦ୍ୱନ୍ଦିତା କରିବ ସ୍ବଦେଶୀ ଆପ୍‌ ‘କୁ’

ନୂଆଦିଲ୍ଲୀ,୧୧।୧: ନୂତନ କୃଷି ଆଇନ ଏବଂ କୃଷକମାନଙ୍କ ପ୍ରତିବାଦ ସଂକ୍ରାନ୍ତରେ ବିଭ୍ରାନ୍ତିକର ସୂଚନା ପୋଷ୍ଟ କରାଯାଉଥିବା ଅଭିଯୋଗ କରି ୧୧ଶହରୁ ଊର୍ଦ୍ଧ୍ୱ ଆକାଉଣ୍ଟକୁ ହଟାଇ ଦେବା...

Advertisement
Archives

Model This Week