Posted inଜାତୀୟ

ଶୁଟର ସିପି ସିଦ୍ଧୁ ହତ୍ୟା ଘଟଣା: ବିଚାରପତିଙ୍କ ଝିଅ ଗିରଫ

ଚଣ୍ଡିଗଡ,୧୫।୬: ଜାତୀୟ ଶୁଟର ସିପି ସିଦ୍ଧୁଙ୍କ ହତ୍ୟା ଘଟଣାରେ ବୁଧବାର ସିବିଆଇ ଜଣେ ବିଚାରପତିଙ୍କ ଝିଅଙ୍କୁ ଗିରଫ କରିଛି। ଏହି ଘଟଣାର ପ୍ରାୟ ୭ ବର୍ଷ ପରେ କଲ୍ୟାଣୀ ସିଂହଙ୍କୁ ସିବିଆଇକୁ ଗିରଫ କରିଛି। ଗିରଫଦାରୀ ପରେ ସିବିଆଇ କଲ୍ୟାଣୀଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ଅଧିକ ଖୋଳତାଡ ଆରମ୍ଭ କରିଛି। ହିମାଚଳ ପ୍ରଦେଶ ହାଇକୋର୍ଟର କାମଚଳା ମୁଖ୍ୟ ବିଚାରପତି ଜଷ୍ଟିସ ସାବିନାଙ୍କ ଝିଅ ହେଉଛନ୍ତି କଲ୍ୟାଣୀ।
ସୂଚନାଯୋଗ୍ୟ,୨୦୧୫ରେ ଚଣ୍ଡିଗଡ ସେକ୍ଟର ୨୭ ଅଞ୍ଚଳରୁ ସିପି ସିଦ୍ଧୁଙ୍କ ମୃତଦେହ ମିଳିଥିଲା। ପୋଲିସ ଘଟଣାର ଠିକ ଭାବେ ତଦନ୍ତ କରି ନ ପାରିବାରୁ ୨୦୧୬ରେ ସିବିଆଇ ଏହାର ତଦନ୍ତ ଦାୟିତ୍ୱ ହାତକୁ ନେଇଥିଲା। ୨୦୧୬ ଏପ୍ରିଲ ୧୩ରେ ଚଣ୍ଡିଗଡ ପ୍ରଶାସନର ଅନୁରୋଧ କ୍ରମେ ସିବିଆଇ ଘଟଣାରେ ପ୍ରଥମ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ: ଉଚ୍ଛେଦ ଦାବିରେ ଶତାଧିକ ମହିଳା-ପୁରୁଷଙ୍କ ବିକ୍ଷୋଭ

ଅମରପାଲି, ୮।୧୦ (ପୀତାମ୍ବର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲିଆସୁଥିବା ଲାଇସେନ୍ସପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁଁ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?