Posted inଜାତୀୟ

ଚନ୍ଦା କୋଚର ଗିରଫ

ନୂଆଦିଲ୍ଲୀ,୨୪।୧୨: ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ଆଇସିଆଇସିଆଇ ବ୍ୟାଙ୍କ୍‌ର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚରଙ୍କୁ ସିବିଆଇ ଶୁକ୍ରବାର ଗିରଫ କରିଛି। କୋଚର ଆଇସିଆଇସିଆଇ ବ୍ୟାଙ୍କ ମୁଖ୍ୟ ଥିବାବେଳେ ୨୦୧୨ରେ ଭିଡିଓକନ୍‌ ଗ୍ରୁପ୍‌କୁ ୩,୨୫୦ କୋଟି ଟଙ୍କା ଋଣ ପ୍ରଦାନରେ ଅନିୟମିତତା ହୋଇଥିଲା। ଏହି ଗ୍ରୁପ୍‌କୁ ଅନୁକମ୍ପା ଅଭିଯୋଗ ଆସିବା ପରେ ୨୦୧୮ ଅକ୍ଟୋବରରେ କୋଚର ଘରୋଇ ବ୍ୟାଙ୍କ ସିଇଓ ପଦରୁ ଇସ୍ତଫା ଦେଇଥିଲେ। ସେ ବ୍ୟାଙ୍କ ଆଚରଣ ବିଧି ଏବଂ ଆଭ୍ୟନ୍ତରୀଣ ନୀତିର ଉଲ୍ଲଂଘନ କରିଥିବାରୁ ବ୍ୟାଙ୍କ ତାଙ୍କ ଇସ୍ତଫାକୁ ବରଖାସ୍ତ ଭାବେ ଗ୍ରହଣ କରିଥିଲା। ତାଙ୍କ ବିରୋଧରେ ସିବିଆଇ ଅପରାଧ ଷଡ଼ଯନ୍ତ୍ର ଏବଂ ଠକେଇ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ଭୟ ନ କରି ପାଖାପାଖି ୩ ମାସ ମଧ୍ୟରେ ୪୭୦ ମୃତଦେହର ସଂସ୍କାର କରି ସାରିଲେଣି ଏମାନେ

ନୂଆଦିଲ୍ଲୀ,୧୬।୭: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ଏବେ ସବୁଠାରୁ ଚିନ୍ତାର କାରଣ ପାଲଟିଛି କରୋନା ସଂକ୍ରମଣରେ ଯେଉଁମାନଙ୍କର...

ଦେଶର ୫ଟି ଅଞ୍ଚଳରେ ହେବ କରୋନା ଟୀକା ପରୀକ୍ଷଣ…

ନୂଆଦିଲ୍ଲୀ, ୨୮।୭: ଭାରତରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଏସଷ୍ଟ୍ରାଜେନିକା ପକ୍ଷରୁ ପ୍ରସ୍ତୁତ କରାଯାଇଥିବା କରୋନା ପ୍ରତିଷେଧକ ଟୀକା ‘କୋଭି...

ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୨ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କର ଗୁରୁବାର ଅର୍ଥାତ୍ ଅକ୍ଟୋବର ୨୨ତାରିଖରେ ଜନ୍ମଦିନ । ଏହି ଅବସରରେ ଦେଶର ନେତା, ମନ୍ତ୍ରୀ ତଥା ସମସ୍ତ ମହଲରୁ...

କମେଡିଆନ ଫାରୁକିଙ୍କୁ ସମର୍ଥନ ଜଣାଇଲା କଂଗ୍ରେସ

ମୁମ୍ବାଇ,୧୯।୧୨: ବିବାଦରେ ଘେରି ହୋଇଥିବା ଷ୍ଟାଣ୍ଡ୍‌ଅପ୍‌ କମେଡିଆନ ମୁନାଓ୍ବର ଫାରୁକି ଶନିବାର ମୁମ୍ବାଇରେ ଏକ ଶୋରେ ପରର୍ଫମ କରିଛନ୍ତି। ଏହି ଇଭେଣ୍ଟର ଆୟୋଜନ କରିଥିଲା ଏଆଇପିସି,...

ମାଟି ତଳେ ପୋତି ହୋଇଛି ଶହଶହ ଗାଡ଼ିମୋଟର

ଜୟପୁର,୨୦ା୮: ୫ ଦିନ ଧରି ଲଗାଣ ବର୍ଷା ଯୋଗୁ ରାଜସ୍ଥାନର ରାଜଧାନୀ ଜୟପୁରରେ ଲୋକେ ବାରହୀନସ୍ତା ଭୋଗ କରୁଛନ୍ତି। ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। କେଉଁଠି...

ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରୁ ବାଦ ପଡ଼ିଲେ ଜି-୨୩ ନେତା

ନୂଆଦିଲ୍ଲୀ,୧୨।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ୩୦ଜଣ ଷ୍ଟାର ପ୍ରଚାରକ ନାଁ ଘୋଷଣା କରିଛି। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂହ, ସୋନିଆ ଗାନ୍ଧୀ,...

କଂଗ୍ରେସକୁ ପୁଣି ଝଟ୍‌କା: ପିସି ଚାକୋ ଦେଲେ ଇସ୍ତଫା

ଥରୁଭାନନ୍ତପୁରମ୍‌,୧୦।୩: ବିଧାନସଭା ନିର୍ବାଚନ ପୂର୍ବରୁ କେରଳରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ରାଜ୍ୟର ବରିଷ୍ଠ କଂଗ୍ରେସ ନେତା ପିସି ଚାକୋ ଦଳୀୟ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ...

ଗର୍ଭବତୀଙ୍କ ପାଇଁ ‘ଲଡୁ ବିତରଣ ଯୋଜନ’: ପ୍ରତିମାସରେ ମିଳିବ ୧୫ ଲଡୁ

ଗାନ୍ଧିନଗର,୩୧ ।୮: ଗୁଜରାଟ ଗସ୍ତରେ ଥିବା ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୋମବାର ତାଙ୍କର ନିର୍ବାଚନ ମଣ୍ଡଳୀ ଗାନ୍ଧିନଗରରେ ଗର୍ଭବତୀଙ୍କ ପାଇଁ ପୌଷ୍ଟିକ ‘ଲଡୁ ବିତରଣ ଯୋଜନା’ର...

Advertisement
Archives

Model This Week