Posted inଜାତୀୟ

ଖବରଦାତାଙ୍କ ନାଁରେ ସିବିଆଇ ମାମଲା

ନୂଆଦିଲ୍ଲୀ, ୧୭ା୫(ପି.ଟି.): ଭାରତର ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ) ଏବଂ ସୈନ୍ୟବାହିନୀ ସମ୍ପର୍କିତ ସମ୍ବେଦନଶୀଳ ତଥ୍ୟ ସଂଗ୍ରହ କରି ଏହାକୁ ପାକିସ୍ତାନୀ ଓ ଅନ୍ୟ ବିଦେଶୀ ରାଷ୍ଟ୍ରର ଗୋଇନ୍ଦା ସଂସ୍ଥାକୁ ଯୋଗାଉଥିବା ଅଭିଯୋଗରେ ମୁକ୍ତବୃତ୍ତ ଖବରଦାତାଙ୍କ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମାମଲା ରୁଜୁ କରିଛି। ଏତଲାକୁ ଆଧାର କରି ସିବିଆଇ ମୁକ୍ତବୃତ୍ତ ଖବରଦାତା ବିବେକ ରଘୁବଂଶୀ ଓ ତାଙ୍କର କେତେଜଣ ଘନିଷ୍ଠଙ୍କର ଦିଲ୍ଲୀ ଏବଂ ଜୟପୁରରେ ଥିବା ଘର ଉପରେ ଚଢ଼ାଉ କରିଥିଲା। ଏହି ଚଢ଼ାଉ ବେଳେ ଅନେକ ସମ୍ବେଦନଶୀଳ ଦସ୍ତାବିଜ ଜବତ ହୋଇଛି। ରଘୁବଂଶୀଙ୍କୁ ଗୁପ୍ତଚର ଗିରି ପାଇଁ ଭାରତ ଓ ବିଦେଶରେ କିଏ ସହାୟତା କରୁଥିଲେ, ତାହା ଜାଣିବା ପାଇଁ ସିବିଆଇ ତଦନ୍ତ ଜାରି ରଖିଛି। ସିବିଆଇର ଅଭିଯାଗ ଅନୁଯାୟୀ ରଘୁବଂଶୀ ଜାତୀୟ ସୁରକ୍ଷା ସମ୍ପର୍କିତ ଯୋଗାଯୋଗ ତଥ୍ୟ ସହ ଭାରତର ରଣନୀତି ଓ କୂଟନୈତିକ କଥାବାର୍ତ୍ତାକୁ ତାଙ୍କର ବନ୍ଧୁ ରାଷ୍ଟ୍ରଙ୍କ ସହ ଶେୟାର କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri