Posted inଜାତୀୟ

ନିରା ରାଡିଆଙ୍କୁ ସିବିଆଇର କ୍ଲିନ୍‌ ଚିଟ୍‌, ସୁପ୍ରିମ୍‌କୋର୍ଟଙ୍କୁ କଲେ ସୂଚିତ…

ନୂଆଦିଲ୍ଲୀ, ୨୧।୯ : ଟ୍ୟାପିଂ ମାମଲାରେ ସିବିଆଇ କର୍ପୋରେଟ ନିରା ରାଡିଆଙ୍କୁ କ୍ଲିନ ଚିଟ ଦେଇଛି। ପୂର୍ବତନ କର୍ପୋରେଟ ନିରାଙ୍କ ବିରୋଧରେ ରାଜନେତା, ଆଇନଜୀବୀ, ସାମ୍ବାଦିକ ଏବଂ ଶିଳ୍ପପତିଙ୍କ ମଧ୍ୟରେ ବାର୍ତ୍ତାଳାପର ଟେପ୍‌ର ବିଷୟବସ୍ତୁ ଯାଞ୍ଚ କରିବାରେ କୌଣସି ଆପତ୍ତିଜନକ ପ୍ରମାଣ ପାଇ ନାହିଁ ବୋଲି ସିବିଆଇ ସୁପ୍ରିମକୋର୍ଟଙ୍କୁ ସୂଚନା ଦେଇଛି।

ସେଣ୍ଟ୍ରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ ବ୍ୟୁରୋ (ସିବିଆଇ) ୮ ହଜାର ପୃଥକ ଟ୍ୟାପ ବାର୍ତ୍ତାଳାପ ସହ ଜଡିତ ଏକ ମାମଲାରେ କର୍ପୋରେଟ ନିରାଙ୍କୁ ଏକ କ୍ଲିନ୍‌ ଚିଟ୍‌ ଦେଇଛି। ସିବିଆଇ କହିଛି ଏହା ସହ ଜଡିତ ୧୪ ଟି ମାମଲାରେ ପ୍ରାଥମିକ ତଦନ୍ତ କରାଯାଇଥିଲା। କିନ୍ତୁ କୌଣସି ମାମଲା ହୋଇ ନ ଥିବାରୁ ପ୍ରାଥମିକ ତଦନ୍ତ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri