Posted inଜାତୀୟ

ନିରା ରାଡିଆଙ୍କୁ ସିବିଆଇର କ୍ଲିନ୍‌ ଚିଟ୍‌, ସୁପ୍ରିମ୍‌କୋର୍ଟଙ୍କୁ କଲେ ସୂଚିତ…

ନୂଆଦିଲ୍ଲୀ, ୨୧।୯ : ଟ୍ୟାପିଂ ମାମଲାରେ ସିବିଆଇ କର୍ପୋରେଟ ନିରା ରାଡିଆଙ୍କୁ କ୍ଲିନ ଚିଟ ଦେଇଛି। ପୂର୍ବତନ କର୍ପୋରେଟ ନିରାଙ୍କ ବିରୋଧରେ ରାଜନେତା, ଆଇନଜୀବୀ, ସାମ୍ବାଦିକ ଏବଂ ଶିଳ୍ପପତିଙ୍କ ମଧ୍ୟରେ ବାର୍ତ୍ତାଳାପର ଟେପ୍‌ର ବିଷୟବସ୍ତୁ ଯାଞ୍ଚ କରିବାରେ କୌଣସି ଆପତ୍ତିଜନକ ପ୍ରମାଣ ପାଇ ନାହିଁ ବୋଲି ସିବିଆଇ ସୁପ୍ରିମକୋର୍ଟଙ୍କୁ ସୂଚନା ଦେଇଛି।

ସେଣ୍ଟ୍ରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ ବ୍ୟୁରୋ (ସିବିଆଇ) ୮ ହଜାର ପୃଥକ ଟ୍ୟାପ ବାର୍ତ୍ତାଳାପ ସହ ଜଡିତ ଏକ ମାମଲାରେ କର୍ପୋରେଟ ନିରାଙ୍କୁ ଏକ କ୍ଲିନ୍‌ ଚିଟ୍‌ ଦେଇଛି। ସିବିଆଇ କହିଛି ଏହା ସହ ଜଡିତ ୧୪ ଟି ମାମଲାରେ ପ୍ରାଥମିକ ତଦନ୍ତ କରାଯାଇଥିଲା। କିନ୍ତୁ କୌଣସି ମାମଲା ହୋଇ ନ ଥିବାରୁ ପ୍ରାଥମିକ ତଦନ୍ତ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌-ଇନ୍‌ ସମ୍ପର୍କର ପଞ୍ଜୀକରଣ ଅନିବାର୍ଯ୍ୟ ପାଇଁ ସୁପ୍ରିମ୍‌କୋର୍ଟରେ ଆବେଦନ…

ନୂଆଦିଲ୍ଲୀ,୨୮।୨ : ଲିଭ୍‌-ଇନ୍‌ ସମ୍ପର୍କର ପଞ୍ଜୀକରଣ ଏବଂ ଏହାକୁ ବାଧ୍ୟତାମୂଳକ ଭାବେ କାର୍ଯ୍ୟକାରୀ କରିବା ପାଇଁ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ଏହି ଆବେଦନରେ ଶ୍ରଦ୍ଧା...

ପିଲାଙ୍କୁ ଟିକା ଦେବାକୁ ଚାହୁଁଛନ୍ତି ୬୩ ପ୍ରତିଶତ ମାତାପିତା…

ନୂଆଦିଲ୍ଲୀ,୧୨।୯: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମୁଥିବାବେଳେ ତୃତୀୟ ଲହର ଆରମ୍ଭ ହୋଇଥିବା ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଉଛି। ଏପରିସ୍ଥଳେ ଟିକାକରଣ...

ଗତ ୨୪ଘଣ୍ଟାରେ ୫୫ହଜାର ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୮।୮: ଗତ କିଛି ଦିନରୁ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳୁଛି। ମଙ୍ଗଳବାର ଭାରତରେ ୫୫,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ...

ରାଜୀବ ଗୌବା କ୍ୟାବିନେଟ ସଚିବ

ନୂଆଦିଲ୍ଲୀ, ୨୨ା୮: ସ୍ବରାଷ୍ଟ୍ର ସଚିବ ରାଜୀବ ଗୌବା ପରବର୍ତ୍ତୀ କ୍ୟାବିନେଟ ସଚିବ ଭାବେ ଦୁଇ ବର୍ଷ ଲାଗି ଦାୟିତ୍ୱ ଗ୍ରହଣ କରିବେ। ଏନେଇ ସରକାରଙ୍କ ପକ୍ଷରୁ...

ବାଇକ୍‌ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…

ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍‌ ରାସ୍ତା ଉପରକୁ ଚାଲି...

ଆଜି ଗୁଜରାଟ, ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ବାଜିପାରେ ବିଗୁଲ

ନୂଆଦିଲ୍ଲୀ,୧୪।୧୦: ଗୁଜରାଟ ଏବଂ ହିମାଚଳ ପ୍ରଦେଶରେ ନିର୍ବାଚନ ପାଇଁ ଆଜି ବିଗୁଲ ବାଜିପାରେ। ଅପରାହ୍ନ ୩ଟାରେ ନିର୍ବାଚନ ଆୟୋଗ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଡକାଯାଇଛି।...

ମହାରାଷ୍ଟ୍ର: ହାରିଲେ ୮ ମନ୍ତ୍ରୀ

ମୁମ୍ବାଇ,୨୫-୧୦(ଆଇଏଏନ୍‌ଏସ୍‌):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା-ଶିବସେନାକୁ ବହୁମତ ମିଳିଥିଲେ ହେଁ ଉଭୟ ଦଳର ୮ ମନ୍ତ୍ରୀ ଓ ବହୁ ତୁଙ୍ଗ ନେତା ପରାଜିତ ହୋଇଛନ୍ତି। ଫଳାଫଳ ଅନୁଯାୟୀ...

ମିଳିଲା ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ: ଶିବନ

ନୂଆଦିଲ୍ଲୀ,୮।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋର) ମୁଖ୍ୟ କେ. ଶିବନ ଭାରତ ପାଇଁ ଏକ ଖୁସି ଖବର ଦେଇଛନ୍ତି। ରବିବାର ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ...

Advertisement
Archives

Model This Week