Posted inଜାତୀୟ

ରାମ ରହିମ୍‌ ଦୋଷୀ ସାବ୍ୟସ୍ତ: ଅକ୍ଟୋବର ୧୨ ଦଣ୍ଡ ଶୁଣାଣି

ନୂଆଦିଲ୍ଲୀ,୮।୧୦: ରଣଜିତ ସିଂ ହତ୍ୟା ମାମଲାରେ ଶୁକ୍ରବାର ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ଡେରାମୁଖୀ ରାମ ରହିମ୍‌ଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅକ୍ଟୋବର ୧୨ରେ ସମସ୍ତ ଦୋଷୀଙ୍କୁ ଦଣ୍ଡିତ କରାଯିବ। ଏହି ମାମଲାରେ ଅଭିଯୁକ୍ତ ଡେରାମୁଖୀ ଗୁରୁମିତ ରାମ ରହିମ ଏବଂ କୃଷ୍ଣ କୁମାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର ହୋଇଥିଲେ। ଏଥି ସହ ଅଭିଯୁକ୍ତ ଅବତାର, ଜସଭୀର ଏବଂ ସବଦିଲ ସିଧାସଳଖ କୋର୍ଟରେ ହାଜର ହୋଇଥିଲେ।
ଜୁଲାଇ ୧୦, ୨୦୦୨ରେ, ଡେରାର ପରିଚାଳନା କମିଟିର ସଦସ୍ୟ ଥିବା କୁରୁକ୍ଷେତ୍ରର ରଞ୍ଜିତ ସିଂଙ୍କୁ ହତ୍ୟା କରାଯାଇଥିଲା। ପୋଲିସର ତଦନ୍ତରେ ଅସନ୍ତୁଷ୍ଟ ହୋଇ ରଣଜିତଙ୍କ ପିତା ଜାନୁଆରୀ ୨୦୦୩ ରେ ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। ଏହି ଘଟଣାର ତଦନ୍ତ ବେଳେ ସିବିଆଇ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ୨୦୦୭ରେ, କୋର୍ଟ ଅଭିଯୁକ୍ତଙ୍କ ଉପରେ ଅଭିଯୋଗ କରିଥିଲେ। ସାଧବୀଙ୍କ ଯୌନ ଶୋଷଣ ମାମଲାରେ ଗୁରୁମିତ ରାମ ରହିମ୍‌ଙ୍କୁ ୨୦ ବର୍ଷ ଦଣ୍ଡିତ କରାଯାଇଛି ଏବଂ ସେ ଖବରଦାତା ରାମଚନ୍ଦ୍ର ଛତ୍ରପତି ହତ୍ୟା ମାମଲାରେ ସୁନାରିଆ ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri