Posted inଜାତୀୟ

ପାର୍ଥ ଚାଟାର୍ଜୀଙ୍କ ଜାମିନ୍‌ ଆବେଦନ ଖାରଜ

କୋଲକାତା,୨୮।୧୧: କୋଲକାତାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)ର ଏକ ସ୍ବତନ୍ତ୍ର ଅଦାଲତ ଶିକ୍ଷକ ନିଯୁକ୍ତି ଦୁର୍ନୀତି ତଥା ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଜାମିନ୍‌ ଆବେଦନକୁ ଖାରଜ କରିଦେଇଛନ୍ତି। ଏହାସହ ଡିସେମ୍ବର ୧୨ ପର୍ଯ୍ୟନ୍ତ ତାଙ୍କ ନ୍ୟାୟିକ ହେପାଜତକୁ ବଢାଇ ଦିଆଯାଇଛି। ସୂଚନାଯୋଗ୍ୟ, ପାର୍ଥ ଚାଟାର୍ଜୀଙ୍କ ସହଯୋଗୀଙ୍କ ଘରୁ ବିପୁଳ ପରିମାଣରେ ଟଙ୍କା ଜବତ କରିବା ପରେ ଇଡି ଚାଟାର୍ଜୀଙ୍କୁ ଗରିଫ କରିଥିଲା। ବର୍ତ୍ତମାନ ଚାଟାର୍ଜୀ ନ୍ୟାୟିକ ହେପାଜତରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ବିରାଟ ଛକା ଦେଖି ଷ୍ଟାଡିୟମରେ ଏମିତି ନାଚି ଉଠିଲେ ଅନୁଷ୍କା ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୫।୪: ଗତ ଶୁକ୍ରବାର, IPL 2026 ର ୩୪ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ବେଙ୍ଗାଲୁରୁ ନିଜ…

ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌: ଏସିଆର ୧୬୯, ଦେଶରେ ୬ଷ୍ଠ ସ୍ଥାନରେ କିଟ୍‌

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା):ଚଳିତବର୍ଷ ଦି ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଂ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ବିଶ୍ୱସ୍ତରୀୟ ର଼୍ୟାଙ୍କିଂରେ ପୂର୍ବ ବର୍ଷଗୁଡ଼ିକ ଅପେକ୍ଷା ଏବର୍ଷ…

ଋଣ ଭାର ସହି ନପାରି ବେକରେ ରଶି ଲଗାଇ ଝୁଲିପଡିଲେ ବୃଦ୍ଧ ଦମ୍ପତି

ଗାଙ୍ଗପୁର,୨୫।୪( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଝାଡବନ୍ଧ ପଞ୍ଚାୟତ କଳାସୂତା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ଘରେ କେହି ନଥିବାବେଳେ ବେକରେ…

ଅତର୍କିତ ଆକ୍ରମଣ: ବାପ ପୁଅ ସମେତ ୪ ଆହତ

ଆସିକା,୨୫।୪(ସୁରେନ୍ଦ୍ର ନାଥ ସାହୁ) : ଗଞ୍ଜାମ ଜିଲା କୋଟିନଡା ଥାନା ଅନ୍ତର୍ଗତ ଜୟପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ଅତର୍କିତ ଆକ୍ରମଣରେ ଗୋଟିଏ ପରିବାରର ବାପା ଓ…

ଇସ୍ତଫା ଦେବାକୁ ନିଜେ କହିଥିଲେ କେଜରିଓ଼୍ବାଲ, ରାଘବ ଚଢାଙ୍କୁ ନେଇ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୪: ଆମ ଆଦମୀ ପାର୍ଟି (AAP) ର ଦଶ ଜଣ ଏମପିଙ୍କ ମଧ୍ୟରୁ ସାତ ଜଣ ଦଳ ଛାଡିଛନ୍ତି। ଏହି ଏମପିମାନଙ୍କ ମଧ୍ୟରୁ ଛଅ ଜଣ ପଞ୍ଜାବର…

ଭାରତ ଆଗରେ ଆଉ ଏକ ସଙ୍କଟ: ସାବୁନ ଠାରୁ ଆରମ୍ଭ କରି ଚିପ୍ସ, ବିସ୍କୁଟ ପର୍ଯ୍ୟନ୍ତ ସବୁକିଛି ହୋଇଯିବ ମହଙ୍ଗା! ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୫।୪: ଇରାନରେ ଯୁଦ୍ଧ ଆରମ୍ଭ ହେବା ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ଭାରତ ପୂର୍ବରୁ ଅଶୋଧିତ ତୈଳ ଯୋଗାଣର ଅଭାବର ସମ୍ମୁଖୀନ ହେଉଛି। ବର୍ତ୍ତମାନ, ପାମ…

ଅକ୍ଷୟ କୁମାରଙ୍କ ଝିଅକୁ ନଗ୍ନ ଫଟୋ ମାଗିବା ପଡିଲା ମହଙ୍ଗା, ଅଭିଯୁକ୍ତଙ୍କୁ ଗିରଫ କଲା ଏବେ ସାଇବର ପୋଲିସ

ମୁମ୍ବାଇ,୨୫।୪: ଅକ୍ଷୟ କୁମାର ତାଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖନ୍ତି। ସେ ଦୁଇଟି ସନ୍ତାନର ପିତା। ତାଙ୍କର ପୁଅଙ୍କ ନାଁ ଆରବ…

ଯୁଦ୍ଧ ମଧ୍ୟରେ ଚାଇନା ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଆମେରିକା, ବିଶ୍ୱରେ ହଇଚଇ

ଓ୍ବାଶିଂଟନ୍‌,୨୫।୪: ଇରାନ ସହିତ ଯୁଦ୍ଧ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଚାଇନା ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆମେରିକା ଚାଇନାର ଏକ ରିଫାଇନାରୀ ଏବଂ ଇରାନର ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri