ସିବିଆଇ, ଇଡି ଓଡ଼ିଶା ଆସିବା ଆବଶ୍ୟକ: ଜୟନାରାୟଣ

ଭୁବନେଶ୍ବର,୨୧ା୯(ବ୍ୟୁରୋ): ସିବିଆଇ ଓ ଇଡି ଓଡ଼ିଶା ଆସିବାର ଆବଶ୍ୟକତା ନିଶ୍ଚିତ ରହିଛି। କାରଣ ଓଡ଼ିଶାରେ ଦୁର୍ନୀତି ଚରମସୀମାରେ ପହଞ୍ଚିଯାଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ଦିଲ୍ଲୀରୁ ଫେରିବା ପରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏହି କଥା କହିଛନ୍ତି। ସିବିଆଇ ଓ ଇଡି ଓଡ଼ିଶା ଆସିବେ କି ବୋଲି ଗଣମାଧ୍ୟମ ପ୍ରତିନିଧିମାନେ ପଚାରିବାରେ ସେ ଏଭଳି ପ୍ରତିକ୍ରିୟା ଦେଇଛନ୍ତି।
ଜୟନାରାୟଣ ଆହୁରି କହିଛନ୍ତି, ଅନେକ ଲୋକଙ୍କ ଦୁର୍ନୀତିରେ ଓଡ଼ିଶା ଭାରାକ୍ରାନ୍ତ ହୋଇଯାଇଛି। ଏଣୁ ସେ ଭାବୁଛନ୍ତି, ଏଠାକୁ ସିବିଆଇ ଓ ଇଡି ଆସିବାର ଆବଶ୍ୟକତା ରହିଛି। ଓଡ଼ିଶାର ରାଜନୈତିକ ପରିସ୍ଥିତି ବିଷୟରେ ନଡ୍ଡା ଓ ଶାହାଙ୍କ ସହ ଆଲୋଚନା ହୋଇଛି ବୋଲି ଜୟନାରାୟଣ କହିଛନ୍ତି। ତେବେ ଓଡ଼ିଶାକୁ ସିବିଆଇ, ଇଡି ଆସିବା ଏବଂ ଭାଜପା ସଙ୍ଗଠନ ମଜଭୁତ କରିବା କଥାକୁ କଂଗ୍ରେସ ଏବଂ ବିଜେଡି ସମାଲୋଚନା କରିଛନ୍ତି। ଅନ୍ୟପଟେ ଆସନ୍ତା ୨୯ ଏବଂ ୩୦ରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଜେ.ପି. ନଡ୍ଡା ଆସୁଥିବା ବେଳେ ଆସନ୍ତା ସପ୍ତାହକ ମଧ୍ୟରେ ଓଡ଼ିଶା କ୍ଷେତ୍ର ପ୍ରଭାରୀ ସୁନୀଲ ବଂଶଲ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ବନ୍ଦରରେ ଲାଗିଲା ଜାହାଜ: ୧୫ କରୋନା ପଜିଟିଭ, ୨ ଗୁରୁତର

ପାରାଦୀପ,୨୯।୩(ସ୍ବ:ପ୍ର.): ପାରାଦୀପ ବନ୍ଦରକୁ ଆସିଥିବା ଏମ୍‌ଭି ଏପିଜେ କାୟର୍ସ ନାମକ ପଣ୍ୟବାହୀ ଜାହାଜରେ ଥିବା ୨୮ଜଣ ନାବିକଙ୍କ ମଧ୍ୟରୁ ୧୫ ଜଣଙ୍କ ଠାରେ କରୋନା ଭୂତାଣୁ...

ସ୍ଲୁଇସ୍‌ ଗେଟ୍‌ର ଫାଟକ ମରାମତି କଲେ ଚାଷୀ

ପଦ୍ମପୁର, ୪ା୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତର ମେଳକସାହି ଠାରେ ଅବସ୍ଥିତ ସ୍ଲୁଇସ ଗେଟର ଫାଟକକୁ ସୋମବାର ଚାଷୀ ମାନେ ମିଳିତ ଉଦ୍ୟମରେ...

କାଲିଠୁ କଟକରେ ଅନଲାଇନରେ ମିଳିବ ମଦ

କଟକ ଅଫିସ,୨୪।୫-କଟକରେ କାଲିଠୁ ଅନଲାଇନରେ ମିଳିବ ବିଦେଶୀ ମଦ। ହ୍ବାଟସଆପ, ମୋବାଇଲ କଲ ମାଧ୍ୟମରେ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ଗ୍ରାହକମାନେ ଏହି ଅର୍ଡର...

ମହାଗ୍ରାମ୍‌ କମ୍ପାନୀର ୬.୫୭ କୋଟି ଟଙ୍କା ଫ୍ରିଜ୍‌

ଭୁବନେଶ୍ୱର, ୪।୫(ବ୍ୟୁରୋ): ଗ୍ରାହକଙ୍କୁ ଲୋନ୍‌ ଆପ୍‌ ଦ୍ୱାରା ଟଙ୍କା ଦେଇ ପରେ ଅଧିକ ସୁଧ ସହ ଋଣ ଶୁଝିବାକୁ ବାଧ୍ୟକରି ମାନସିକ ନିର୍ଯାତନା ଦିଆଯାଉଥିଲା। ରିଜର୍ଭ...

ପ୍ରତି ପଞ୍ଚାୟତରେ ନିର୍ମାଣ ହେବ କୋଭିଡ କେୟାର ହୋମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ସାଢେ ୩ ମାସ ହେଲାଣି ଅଦୃଶ୍ୟ ଶକ୍ତି ସହ ଲଢ଼େଇ କରୁଛି ଓଡ଼ିଶା। ଅନ୍ୟ ରାଜ୍ୟ ତୁଳନାରେ ରାଜ୍ୟର ସ୍ଥିତି ଭଲ ଅଛି। ହେଲେ...

କାଳବୈଶାଖୀ: କଟକ ଜଳାର୍ଣ୍ଣବ

କଟକ ଅଫିସ, ୬ା୬: କଟକର ବିଭିନ୍ନ ସ୍ଥାନରେ ବୁଧବାର କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ସନ୍ଧ୍ୟା ୬ଟା ୩୦ରୁ ରାତି ୧୦ଟା ୩୦...

ମେଡିକାଲ କଲେଜରେ ପରିଣତ ପାଇଁ ଦାବି

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଉରକେଲା ଇସ୍ପାତ ଜେନେରାଲ (ଆଇଜିଏଚ୍‌) ହସ୍ପିଟାଲକୁ ଏକ ମେଡିକାଲ କଲେଜ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲରେ ବିକଶିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଗଞ୍ଜାମ ଜିଲା: ଆଜି ବନ୍ଦ ରହିବ ସ୍କୁଲ, ଅଙ୍ଗନଓ୍ବାଡି

ବ୍ରହ୍ମପୁର ଅଫିସ,୬ା୯- ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଗୁରୁବାର ଦିନତମାମ ବର୍ଷା ଯୋଗୁ ଜିଲାର...

Advertisement
Archives

Model This Week