Posted inଜାତୀୟ

ଜମ୍ମୁ-କଶ୍ମୀର ପୂର୍ବତନ ରାଜ୍ୟପାଳଙ୍କ ନାଁରେ ଚାର୍ଜସିଟ ଦାଖଲ କଲା ସିବିଆଇ

ଜମ୍ମୁ-କଶ୍ମୀର,(୨୨।୫): କିରୁ ହାଇଡ୍ରୋ ପ୍ରୋଜେକ୍ଟ ଦୁର୍ନୀତି ମାମଲାରେ ଜମ୍ମୁ-କଶ୍ମୀର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ନାଁରେ ଗୁରୁବାର ସିବିଆଇ ଚାର୍ଜସିଟ ଦାଖଲ କରିଛି। ଏପରିକି ସିବିଆଇ ସତ୍ୟପାଲଙ୍କ ୨ ବ୍ୟକ୍ତିଗତ ସଚିବ ଏବଂ ଅନ୍ୟ ୪ ଜଣଙ୍କ ନାଁରେ ମଧ୍ୟ ଚାର୍ଜସିଟ ଦାଖଲ କରିଛି।

କିରୁ ଜଳ ବିଦ୍ୟୁତ୍‌ ପ୍ରକଳ୍ପର ୨,୨୦୦ କୋଟି ଟଙ୍କାର ସିଭିଲ କାର୍ଯ୍ୟ ଚୁକ୍ତିନାମାରେ ଦୁର୍ନୀତି ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଜମ୍ମୁ ଏବଂ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ଏବଂ ଅନ୍ୟ ୬ଜଣଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛି। ଏନେଇ ସିବିଆଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri