୨ ଚିଟ୍‌ଫଣ୍ଡ ସଂସ୍ଥାର ୨୫ ଜଣଙ୍କ ନାମରେ ସପ୍ଲିମେଣ୍ଟରି ଚାର୍ଜଶିଟ୍‌ ଦାଖଲକଲା ସିବିଆଇ

ଭୁବନେଶ୍ୱର,୧୯। ୯ (ବ୍ୟୁରୋ): ଚିଟ୍‌ଫଣ୍ଡ ଠକେଇ ମାମଲାରେ ଏବିସି ଇନ୍ଦିୟା ଓ ଗୋଲ୍ଡେନ୍‌ ଲ୍ୟାଣ୍ଡ୍‌ ଡେଭଲପର୍ସ ଲିମିଟେଡର ୨୫ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ସପ୍ଲିମେଣ୍ଟାରୀ ଚାର୍ଜଶିଟ୍‌ ଦାଖଲ କରିଛି। ଭୁବନେଶ୍ୱର ସ୍ପେଶାଲ ସିଜେଏମ୍‌ ସିବିଆଇ କୋର୍ଟରେ ଏହି ଚାର୍ଜଶିଟ୍‌ ଦାଖଲ ହୋଇଛି। ଗୋଲ୍ଡଡେନ୍‌ ଲ୍ୟାଣ୍ଡ୍‌ ଓଡ଼ିଶାରୁ ୮୬୨ କୋଟି ଟଙ୍କା ଠକେଇ କରିଥିଲା। ୨୦୧୪ରେ ସୁପ୍ରମ୍‌କୋର୍ଟଙ୍କ ନିର୍ଦ୍ଦେଶ ପରେ ୨୦୧୪ ଜୁନ୍‌ ୫ରେ ସିବିଆଇ ଏହି ସଂସ୍ଥା ନାମରେ ମାମଲା ରୁଜୁ କଲା ଓ ୨୦୧୯ ଜୁନ୍‌ ୧୧ରେ ପ୍ରାଥମିକ ଚାର୍ଜଶିଟ୍‌ ଦାଖଲ କରିଥିଲା। ସେହିପରି ଏବିସି ଇନ୍ଦିୟାର ସାରା ଦେଶରେ ଶାଖା ଖୋଲି ୬୩ କୋଟି ୭୨ଲକ୍ଷ୯୫ ହଜାର ୪୫୪ ଟଙ୍କା ଠକେଇ କରିଥିବାବେଳେ ଓଡ଼ିଶାରେ ୧୩ କୋଟି ୪୯ଲକ୍ଷ୮୩ ହଜାର ୯୫୧ ଟଙ୍କା ଠକି ନେଇଥିଲା। ୨୦୧୪ ଜୁନ ୫ରେ ସିବିଆଇ ମାମଲା ରୁଜୁ କରିଥିଲା। ୨୦୧୯ ଏପ୍ରିଲ ୩୦ରେ ପ୍ରାଥମିକ ଚାର୍ଜସିଟ୍‌ ଦାଖଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri