Posted inଜାତୀୟ

ଆମେ ମିଶି ଯିବାରୁ ପୁଣି ୫ ବର୍ଷ ପରେ ଆରମ୍ଭ ହୋଇଛି ସିବିଆଇ ତଦନ୍ତ : ନୀତୀଶ…

ପାଟନା,୧୧।୩ : ଚାକିରି ପାଇଁ ଜମି ମାମଲାରେ ସିବିଆଇ ଶନିବାର ବିହାରର ଉପ-ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ଦିଲ୍ଲୀ କାର୍ଯ୍ୟାଳୟକୁ ଡକାଇଛି। ଏହି ମାମଲାରେ ସମଗ୍ର ଲାଲୁ ପରିବାର ସିବିଆଇ ସ୍କାନରରେ ଅଛନ୍ତି। ସିବିଆଇ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ଉପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜର ପ୍ରତିକ୍ରିୟା ରଖିଛନ୍ତି। ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି ଯେ, ଯେହେତୁ ଆମେ ପୁଣି ଏକାଠି ହୋଇଛୁ। ସେଥିପାଇଁ ୫ ବର୍ଷ ପରେ ରାଜ୍ୟରେ ସିବିଆଇ ତଦନ୍ତ ଆରମ୍ଭ ହୋଇଛି।

୨୦୧୭ରେ ଆମେ ଆରଜେଡିଙ୍କ ସହ ଥିଲୁ। ସେତେବେଳେ ଏହି ତଦନ୍ତ ଆରମ୍ଭ ହୋଇଥିଲା। ଆରଜେଡି ଏବଂ ଜେଡିୟୁ ଅଲଗା ହେବା ପରେ, ଏହି କାର୍ଯ୍ୟ ଏତେ ବର୍ଷ ପର୍ଯ୍ୟନ୍ତ ବନ୍ଦ ହୋଇଯାଇଥିଲା। କିନ୍ତୁ ଆମେ ଏକାଠି ହେବା ମାତ୍ରେ ପୁଣି ଥରେ ଚଢ଼ାଉ ଆରମ୍ଭ ହେଲା। ତେବେ ବର୍ତ୍ତମାନ ଏହା ଉପରେ କେନ୍ଦ୍ରର ଭାଜପା ସରକାରଙ୍କୁ କ’ଣ କୁହାଯାଇପାରେ ତାହା ରାଜ୍ୟର ଜନସାଧାରଣ ହିଁ ଚିନ୍ତା କରିବେ।

ମେଣ୍ଟ ପରିବର୍ତ୍ତନ ପ୍ରଶ୍ନ ନେଇ ନୀତୀଶ ମୁରୁକି ହସି କହିଛନ୍ତି ଯେ ସେପରି କିଛି ନାହିଁ। ଆପଣ ବ୍ୟସ୍ତ ହୁଅନ୍ତୁ ନାହିଁ ଆବଶ୍ୟକ ସମୟରେ ଏ ନେଇ ସୂଚନା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ନେଇ କେନ୍ଦ୍ର ପ୍ରସ୍ତୁତ, ଉତ୍ସବ ସମୟରେ ରାଜ୍ୟ ପ୍ରସ୍ତୁତ ରହିବାକୁ କେନ୍ଦ୍ରର ପରାମର୍ଶ, ବିମାନ ବନ୍ଦରରେ ଆରଟି-ପିସିଆର ଟେଷ୍ଟ ଆରମ୍ଭ

ନୂଆଦିଲ୍ଲୀ,୨୨ ।୧୨: ଚାଇନାରେ କରୋନା ମହାମାରୀ ପୁଣିଥରେ ଅଣାୟତ୍ତ ହେବା ପରେ ଏବେ ଏହା ସାରା ବିଶ୍ୱର ଚିନ୍ତାକ ବଢାଇ ଦେଇଛି । ଚାଇନ ସହ...

୫୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୭ା୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨, ୩୪୦ରେ ପହଞ୍ଚିଛି। ପ୍ରାଣ ହରାଇଲେଣି ୧,୭୬୮ ଲୋକ। ବିଭିନ୍ନ ରାଜ୍ୟରେ ସଂକ୍ରମଣ ସ୍ଥିତି କ୍ରମଶଃ ଜଟିଳ...

ଦିଲ୍ଲୀରୁ ଖୁସି ଖବର, ୨ ସପ୍ତାହ ମଧ୍ୟରେ ପିଲାଙ୍କ ପାଇଁ ଭାକ୍ସିନ୍‌…

ନୂଆଦିଲ୍ଲୀ,୪।୮: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମରରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାରଣ ଅଭିଯାନ ଜାରି ରହିଛି।...

ଭାଜପା ଅଫିସ୍‌ରେ ଲାଗିଲା ନିଆଁ

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ଏପର୍ଯନ୍ତ ଟ୍ରେଣ୍ଡରେ ତୃତୀୟ ଥର ପାଇଁ ଟିଏମସି ସରକାର ଗଠନ କରିବାକୁ ଯାଉଥିବା ଦେଖାଯାଉଛି।...

ସମୟରେ ପହଞ୍ଚିଲାନି କୋର୍ଟଙ୍କ ଅର୍ଡର

ମୁମ୍ବାଇ,୨୯।୧୦ : ବଲିଉଡ୍‌ ଷ୍ଟାର ଶାହରୁଖ ଖାଁଙ୍କ ପୁଅ ଆର୍ୟନ ଖାନ୍‌ଙ୍କୁ ଗୁରୁବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ହେଲେ ଆର୍ୟନ ମୁମ୍ବାଇର ଆର୍ଥର...

ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ ଏଏପିକୁ ଝଟକା

ଚଣ୍ଡିଗଡ଼,୯।୧: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ଅନୁଷ୍ଠିତ ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ବିଜୟୀ ହୋଇଛି। ଭାଜପାର ମେୟର ପ୍ରାର୍ଥୀ ସରବଜିତ୍‌ କୌର ଆମ୍‌ ଆଦ୍‌ମୀ...

ମୃତ୍ୟୁ ପ୍ରମାଣପତ୍ରରେ କୋଭିଡ୍‌ ନ ଥିଲେ ଅଟକିବନି କ୍ଷତିପୂରଣ

ନୂଆଦିଲ୍ଲୀ, ୫।୧୦(ଆଇଏଏନ୍‌ଏସ୍‌): କେନ୍ଦ୍ର ଗାଇଡ୍‌ଲାଇନ ଅନୁଯାୟୀ କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ...

ସିବିଏସ୍‌ଇ ପରୀକ୍ଷା ବାତିଲ କରିବାକୁ ଦାବି କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ଦ୍ୱିତୀୟ ଲହର ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହି ମହାମାରୀ ଯୋଗୁ ପୁଣି ଥରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀରେ...

Advertisement
Archives

Model This Week