Posted inଜାତୀୟ

ସୋସିଆଲ୍‌ ମିଡିଆରେ ସିବିଆଇ

ନୂଆଦିଲ୍ଲୀ,୩।୧୦(ପି.ଟି.): ଇଣ୍ଟରପୋଲ୍‌ର ୯୦ତମ ସାଧାରଣ ସଭା ଆସନ୍ତା ଅକ୍ଟୋବରରୁ ୩ ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଟୁଇଟର ଏବଂ ଇନ୍‌ଷ୍ଟାଗ୍ରାମ୍‌ରେ ପ୍ରବେଶ କରିଛି। ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ସୋସିଆଲ ମିଡିଆ ସହ ଯୋଡ଼ିହୋଇ ରହିଥିବାବେଳେ ସିବିଆଇ ଏହାଠାରୁ ଦୂରରେ ରହି ପ୍ରେସ୍‌ ବିଜ୍ଞପ୍ତିର ପୁରୁଣା ଧାରାରେ ସୀମିତ ଥିଲା। ଦିଲ୍ଲୀରେ ହେବାକୁ ଥିବା ଇଣ୍ଟରପୋଲ୍‌ ସାଧାରଣ ସଭାକୁ ସିବିଆଇ ଆୟୋଜନ କରୁଛି। ଏଥିରେ ୧୯୫ ଦେଶର ପ୍ରତିନିଧି ଯୋଗଦେବେ। ଏଥିରେ ମୁଖ୍ୟତଃ ସାଇବର ଅପରାଧ, ଅର୍ଥନୈତିକ ଅପରାଧ, ଇଣ୍ଟରନେଟ୍‌ରେ ଶିଶୁମାନଙ୍କ ଉପରେ ଅଶ୍ଳୀଳ ଚିତ୍ର ଓ ଭିଡିଓ ପ୍ରସାରଣ ଆଦି ଅପରାଧ ନିୟନ୍ତ୍ରଣ ସମ୍ପର୍କରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri