‘ହାଲ୍‌’ର ଦୁଇ କର୍ମଚାରୀଙ୍କୁ ଉଠାଇନେଲା ସିବିଆଇ

କୋରାପୁଟ,୧୧ା୨(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନେଟିକ୍ସ ଲିମିଟେଡ୍‌ (ହାଲ)ରେ ଶନିବାର ଅପରାହ୍ନରେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ( ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇ ହାଲରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କୁ ଉଠାଇ ନେଇଛି। ଉଠାଇ ନେଇଥିବା କର୍ମଚାରୀ ସତ୍ୟଜିତ୍‌ ଖାଡ଼ଙ୍ଗା, ଦେବାଶିଷ କୁମାର ନାୟକ ବୋଲି ଜଣାପଡ଼ିଛିା ଏହି ସିବିଆଇ ଟିମ୍‌ ମହାରାଷ୍ଟ୍ରର ନାସିକରୁ ଆସିଥିବା ଜଣାପଡ଼ିଛି। ଉଠାଇ ନେଇଥିବା ଦୁହିଁଙ୍କ ମଧ୍ୟରେ ହାଲର ପଦସ୍ଥ ଅଧିକାରୀ ଦେବାଶିଷ କୁମାର ନାୟକ ରହିଛନ୍ତି। ତାଙ୍କଠାରୁ ସିବିଆଇ ଟିମ୍‌ ଏକ ଲାପଟପ ସହ ହାଡ୍‌ଡିସ୍କ ଜବତ କରିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଏହି ଘଟଣା ପରେ ହାଲ୍‌ରେ କର୍ମଚାରୀଙ୍କ ମଧ୍ୟରେ ଏକପ୍ରକାର ଅଜଣା ଭୟ ଦେଖାଦେଇଛି। ଏହି ଦୁଇ କର୍ମଚାରୀଙ୍କୁ ଏକ ଅଜଣା ସ୍ଥାନରେ ନେଇ ଜେରା ଚାଲିଥିବା ବିଶ୍ୱସ୍ତ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସନ୍ଦିଗ୍ଧଙ୍କ ସେବାରେ ନିୟୋଜିତଙ୍କୁ ପିପିଇ କିଟ୍‌ ଦେବ ପ୍ରଶାସନ: ପ୍ରସ୍ତୁତ କରୁଛନ୍ତି ମହିଳା ସଂଘ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କ ସଂସ୍ପର୍ଶରେ ଆସି ସେବା କରୁଥିବା ବ୍ୟକ୍ତିଙ୍କୁ ପିପିଇ (ବ୍ୟକ୍ତିଗତ ସୁରକ୍ଷା ଇକ୍ୟୁପ୍‌ମେଣ୍ଟ) କିଟ୍‌ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯିବ। କରୋନା ସଂକ୍ରମଣ...

ଆବାସ ଯୋଜନାରୁ ବଞ୍ଚିତ ଗରିବ ପରିବାର : ଜୀବନ ବିତୁଛି ଝାଟିମାଟି ଘରେ

ଖଣ୍ଡପଡ଼ା ୧୭ା୬(ସ୍ବ.ପ୍ର.): ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନସାଧାରଣଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା...

ରିଟେଲରଙ୍କୁ ନିଲମ୍ବନ ଦାବିରେ ଭାଜପା କର୍ମୀଙ୍କ ଅନଶନ

ତିହିଡ଼ି,୩।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଭାଜପା ପକ୍ଷରୁ ମଙ୍ଗଳବାର ମଧ୍ୟାହ୍ନରେ ତିହିଡ଼ି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ପଞ୍ଚାୟତରେ ଖାଉଟି...

କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌...

ଯୋଡ଼ା ସହରରେ ପଶିଲେ ହାତୀ

ଯୋଡ଼ା,୮ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହରରେ ଗୁରୁବାର ୧୮ଟି ହାତୀ ପଶି ଆତଙ୍କ ଖେଳାଇଥିଲେ। ହାତୀପଲ ନିକଟସ୍ଥ ଜଙ୍ଗଲରୁ ଆସି ସହରର ଗୋପମହାନ୍ତି ହାଟିଂସ୍ଥିତ ସରକାରୀ...

ହାତୀକୁ ଧକ୍କା ଦେବା ପଡ଼ିଲା ମହଙ୍ଗା

ଜମନକିରା,୨୩ା୬(ଡି.ଏନ୍‌.ଏ.): ବାମରା ବନ୍ୟପ୍ରାଣୀ ବନଖଣ୍ଡ ଭୋଜପୁର ବନାଞ୍ଚଳ ସୀମାନ୍ତ ବଞ୍ଜାରି ଗ୍ରାମ ନିକଟ ରାଜପଥରେ ଗତ ୧୯ ତାରିଖରେ ରାସ୍ତା ପାର ହେଉଥିବା ଏକ ମାଈ...

ବୁଧବାର ବନକଲାଗି: ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ...

ପାଣି କାଦୁଅ ଯୋଗୁ ଜମୁନି ବେପାର

ବଅଁରପାଳ,୧୭ା୬(ଡି.ଏନ.ଏ.) କରୋନା କଟକଣା ଯୋଗୁ ବଅଁରପାଳ ସାପ୍ତାହିକ ହାଟକୁ ଦୁଇଭାଗ କରିଦିଆଯାଇଛି। ଗୋଟିଏ ହାଟ ପୁରୁଣା ସ୍ଥାନରେ ବସୁଥିବା ବେଳେ ଅନ୍ୟଟି ବଅଁରପାଳ ହାଇସ୍କୁଲ ପଡିଆରେ...

Advertisement
Archives

Model This Week