ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି

କଣ୍ଟାବାଞ୍ଜି,୧୬ା୬: ପୁଣି ଥରେ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ତଦନ୍ତ ପାଇଁ ଦାବି ହୋଇଛି। ମମିତାଙ୍କ ପରିବାରକୁ ରବିବାର ଭେଟିଛନ୍ତି ନବ ନିର୍ବାଚିତ ବିଧାୟକ ଲକ୍ଷ୍ମଣ ବାଗ। କଣ୍ଟାବାଞ୍ଜି ଝରନୀସ୍ଥିତ ମମିତାଙ୍କ ଘରକୁ ଭେଟିବାକୁ ଲକ୍ଷ୍ମଣ ଯାଇଥିବା ବେଳେ ଏଯାବତ୍‌ ତାଙ୍କୁ ନ୍ୟାୟ ମିଳିନି ବୋଲି ମମିତାଙ୍କ ବାପା ଅଭିଯୋଗ କରିଛନ୍ତି।

ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜେଲ୍‌ରେ ମୃତ୍ୟୁ ପରେ ତଦନ୍ତ ଆଉ ଆଗଉନି ବୋଲି ମମିତାଙ୍କ ବାପା କହିଛନ୍ତି। ସିବିଆଇ ତଦନ୍ତ ଦାବିରେ ନେହୁରା ହୋଇ ନିରାଶ ହୋଇଥିବା ସେ କହିଛନ୍ତି। ଅନ୍ୟପକ୍ଷରେ ଓଡ଼ିଶା ସରକାରଙ୍କୁ ସିବିଆଇ ତଦନ୍ତ ପ୍ରସ୍ତାବ ଦେବାକୁ ବିଧାୟକ ଲକ୍ଷ୍ମଣ ନାୟକ ପ୍ରତିଶ୍ରୁତି ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri