Posted inଜାତୀୟ

ସୋନାଲୀ ମୃତ୍ୟୁ ମାମଲା: ଖଟ୍ଟରଙ୍କ ସହ କଥା ହେଲେ ଗୋଆ ମୁଖ୍ୟମନ୍ତ୍ରୀ

ପଣଜୀ,୨୯।୮: ହରିଆଣା ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁ ପରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି ମାମଲାରେ ଏପର୍ଯ୍ୟନ୍ତ ୫ଜଣଙ୍କୁ ଗିରଫ କରାଯାଇଛି। ଯଦି ଆବଶ୍ୟକ ହୁଏ, ତେବେ ସୋନାଲୀଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଯିବ ବୋଲି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ କହିଛନ୍ତି। ଏହି ହତ୍ୟାକାଣ୍ଡ ସମ୍ପର୍କରେ ହରିଆଣାର ମୁଖ୍ୟମନ୍ତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି। ଏଥିସହ ସୋନାଲୀଙ୍କ ହତ୍ୟା ମାମଲାର ବିସ୍ତୃତ ରିପୋର୍ଟ ହରିୟାଣା ଡିଜିପିଙ୍କୁ ପଠାଯାଇଛି। ଯଦି ଆବଶ୍ୟକ ପଡ଼େ, ତେବେ ଏହି ମାମଲା ସିବିଆଇକୁ ହସ୍ତାନ୍ତର କରାଯିବ ବୋଲି ସାୱନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri