ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍‌, ଏହା ଏକ ଷଡଯନ୍ତ୍ର ବୋଲି କହିଲେ IAS

ଭୁବନେଶ୍ୱର,୧୮।୨: IAS ବିଷ୍ଣୁପଦ ସେଠୀଙ୍କ ଘରେ ମଙ୍ଗଳବାର ସକାଳୁ ସକାଳୁ ସିବିଆଇ ରେଡ୍‌ ହୋଇଥିବା ସୂଚନା ମିଳିଛି । ସିବିଆଇର ୮ ଜଣିଆ ଟିମ ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ରେଡ୍‌ କରିଛନ୍ତି। ସକାଳ ୮ଟାରୁ ଦିଲ୍ଲୀର ସିବିଆଇ ଟିମ ବିଷ୍ଣୁପଦ ସେଠୀଙ୍କ ବାସଭବନରେ ରେଡ୍‌ ଜାରି ରଖିଛନ୍ତି।

ବିଷ୍ଣୁପଦ ରେଡ୍‌କୁ ନେଇ ପ୍ରତିକ୍ରିୟାରେ କହିଛନ୍ତି, ମୋ ଘରେ ଜୋରଜବରଦସ୍ତ ରେଡ୍‌ ଚାଲିଛି । ଏହା ଏକ ଷଡଯନ୍ତ୍ର ଭଳି ଲାଗୁଛି । ବ୍ରିଜ ଆଣ୍ଡ ରୁଫ କମ୍ପାନୀ ସହିତ ମୋର କୌଣସି ସମ୍ପର୍କ ନାହିଁ । ମୁଁ ଚାକିରିରୁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି । ମୋର କିଛି ଦୋଷ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri