ଭୁବନେଶ୍ୱର,୧୮ା୯(ବ୍ୟୁରୋ): ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ସିବିଆଇ। ବହୁ ଚର୍ଚ୍ଚିତ ସି-ସୋର ଚିଟ୍ଫଣ୍ଡ ଲିଙ୍କ୍ ମାମଲାରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ୟୁନିଟ୍-୧ସ୍ଥିତ ବାସଭବନରେ ଏହି ଚଢ଼ାଉ ଜାରି ରହିଛି।
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ସିବିଆଇ। ବହୁ ଚର୍ଚ୍ଚିତ ସି-ସୋର ଚିଟ୍ଫଣ୍ଡ ଲିଙ୍କ୍ ମାମଲାରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ୟୁନିଟ୍-୧ସ୍ଥିତ ବାସଭବନରେ ଏହି ଚଢ଼ାଉ ଜାରି ରହିଛି।
ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍ସିଆର୍)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...
ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ର...
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
