ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ସିବିଆଇ।  ବହୁ ଚର୍ଚ୍ଚିତ ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍‌ ମାମଲାରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ୟୁନିଟ୍‌-୧ସ୍ଥିତ ବାସଭବନରେ ଏହି ଚଢ଼ାଉ ଜାରି ରହିଛି।