Posted inଜାତୀୟ

ଦେଶର ୧୦୫ ସ୍ଥାନରେ ସିବିଆଇ ଚଢ଼ାଉ..

ନୂଆଦିଲ୍ଲୀ,୪।୧୦ : ସିବିଆଇ ସାରା ଦେଶରେ ବଡ ପଦକ୍ଷେପ ନେଇଛି। ସିବିଆଇ ଦ୍ୱାରା ଦେଶର ୧୦୫ ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସାଇବର ଠକେଇ ବିଷୟରେ ହୋଇଛି। ସୂଚନାନୁସାରେ, ୮୭ ଟି ସ୍ଥାନରେ ସିବିଆଇ ଟିମ ଥିବାବେଳେ ରାଜ୍ୟ ପୋଲିସର ସମନ୍ବୟ ରକ୍ଷା କରି ୧୮ ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଦିଲ୍ଲୀର ୫ଟି ସ୍ଥାନରେ ଚଢ଼ାଉ ଚାଲିଛି। ଏହା ବ୍ୟତୀତ ରାଜସ୍ଥାନର ଆଣ୍ଡାମାନ, ପଞ୍ଜାବ, ଚଣ୍ଡିଗଡ଼ରେ ଚଢ଼ାଛ କରାଯାଉଛି।

ସିବିଆଇ ରାଜସ୍ଥାନର ରାଜସାମନ୍ଦରୁ ଏକ କଲ ସେଣ୍ଟରର ପର୍ଦ୍ଦାଫାଶ କରିଛି। ଏଥିସହ ଦେଢ଼ କିଲୋଗ୍ରାମ ସୁନା ଦେଢ଼ କୋଟି ନଗଦ ଟଙ୍କା ମଧ୍ୟ ଜବତ କରାଯାଇଛି। ସାଇବର ଅପରାଧରେ ସମ୍ପୃକ୍ତ ପୁଣେ ଏବଂ ଅହମଦାବାଦରେ ଦୁଇଟି କଲ ସେଣ୍ଟରରେ ମଧ୍ୟ ଚଢ଼ାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପରେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା, ସ୍ବାସ୍ଥ୍ୟ ଅଧିକାରୀଙ୍କ ସତର୍କ ସୂଚନା…

ମୁମ୍ବାଇ,୧୨।୯: ଗଣେଶ ପୂଜା ପରେ ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏନେଇ ରାଜ୍ୟ ସର୍ଭେଲାନ୍ସ୍‌ ଅଧିକାରୀ ଡ.ପରାଦୀପ୍‌ ଆଓ୍ବଟେ ଚେତାବନୀ...

ପଦ ଛାଡିବେ କମଲନାଥ!

ଭୋପାଳ,୧୪ ।୧୨: ମଧ୍ୟପ୍ରଦେଶରେ ପ୍ରଥମେ ସରକାର ଭାଙ୍ଗିବା ଏବେ ନିକଟରେ ଉପନିର୍ବାଚନରେ ହାରିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଏକ ବଡ ବୟାନ ଦେଇଛନ୍ତି ।...

ଆମ୍ବୁଲାନ୍ସରେ ମହିଳାଙ୍କୁ ଗଣବଳାତ୍କାର

ଜୟପୁର,୨୬।୫: ଖାଦ୍ୟ ଦେବାକୁ କହି ୨୨ ବର୍ଷୀୟା ମହିଳାଙ୍କୁ ଆମ୍ବୁଲାନ୍ସରେ ଗଣବଳାତ୍କାର କରାଯାଇଛି। ରାଜସ୍ଥାନର ଜୟପୁରରୁ ଆସିଛି ଏଭଳି ଏକ ଅଭିଯୋଗ। ଘଟଣାଟି ୨୪ ତାରିଖରେ...

ଭେଣ୍ଡି କିଲୋ ୮୦୦ ଟଙ୍କା

ଭୋପାଳ,୭।୯: ଅଧିକାଂଶ ଲୋକ ନିଜ ଘରେ ସବୁଜ ଭେଣ୍ଡି ଖାଆନ୍ତି। କିନ୍ତୁ ଲାଲ ରଙ୍ଗର ଭେଣ୍ଡି ଦେଖିବା ଏବଂ ଶୁଣିବା ପାଇଁ ଅଦ୍ଭୁତ ଶବ୍ଦ ହୋଇପାରେ,...

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିମଲା,୧୪।୧: ହିମାଚଳ ପ୍ରଦେଶରେ ଶନିବାର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୨ମ୍ୟାଗ୍ନିଚ୍ୟୁଡ ରହିଛି। ଏହି ଭୂକମ୍ପର କେନ୍ଦ୍ର ଧରମଶାଲାଠାରୁ ୨୨ କିଲୋମିଟର...

୨୪ ଘଣ୍ଟାରେ ୮ ହଜାର ୯୦୯ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

ନୂଆଦିଲ୍ଲୀ,୩।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୯୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଭାରତ ଯୋଡୋ ଯାତ୍ରା ପରେ ପ୍ରଥମ ଥର ପାଇଁ ବିଦେଶ ଗସ୍ତରେ ଯିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆସନ୍ତା ସପ୍ତାହରେ ଇଂଲଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାନୁସାରେ, କଂଗ୍ରେସ ନେତା ଫେବୃୟାରୀ ୨୮ରେ ୧୦ ଦିନିଆ...

ମହାମେଣ୍ଟ ନେତା ହେଲେ ନୀତୀଶ, ହେବେ ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ…

ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ଜେଡ଼ିୟୁ ନେତା ନୀତୀଶ କୁମାରଙ୍କୁ ଚୟନ କରାଯାଇଛି। ମଙ୍ଗଳବାର ଅପରାହ୍ନରେ ନୀତୀଶ ରାବ୍ରୀ ଦେବୀଙ୍କ ବାସଜ ଭବନରେ...

Advertisement
Archives

Model This Week