Posted inଜାତୀୟ

ଜମ୍ମୁକଶ୍ମୀର ଏସ୍‌ଆଇ ନିଯୁକ୍ତି ଦୁର୍ନୀତି: ୩୩ ସ୍ଥାନରେ ସିବିଆଇ ଚଢାଉ

ନୂଆଦିଲ୍ଲୀ, ୧୩।୮: ଜମ୍ମୁ କଶ୍ମୀରର ସବ-ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ଦେଶର ୩୩ଟି ସ୍ଥାନ ଉପରେ ଚଢାଉ କରୁଛି। ଜମ୍ମୁ, ଶ୍ରୀନଗର, ହରିୟାଣା, ଗାନ୍ଧିନଗର, ଗାଜିଆବାଦ, ବେଙ୍ଗାଲୁରୁ ଏବଂ ଦିଲ୍ଲୀରେ ସିବିଆଇ ଏହି ଚଢାଉ କରୁଛି। ଜମ୍ମୁ କାଶ୍ମୀର ପୋଲିସ, ଡିଏସପି ଏବଂ ସିଆରପିଏଫ ଅଧିକାରୀଙ୍କ ଘର ପରିସରରେ ମଧ୍ୟ ଚଢାଉ ଜାରି ରହିଛି।
ଜମ୍ମୁ କଶ୍ମୀରରେ ଏସ୍‌ଆଇ ନିଯୁକ୍ତିରେ ଅନିୟମିତତା ଅଭିଯୋଗରେ ସିବିଆଇ ଗତ ମାସରେ ମଧ୍ୟ ୩୦ଟି ସ୍ଥାନରେ ଚଢାଉ କରିଥିଲା। ସିବିଆଇ ଏକ କୋଚିଂ ସେଣ୍ଟରର ମାଲିକ, ବିଏସଏଫର ତତ୍କାଳୀନ ଡାକ୍ତରୀ ଅଧିକାରୀ ତଥା ଜମ୍ମୁ କାଶ୍ମୀର ସେବା ଚୟନ ବୋର୍ଡର ଅଧିକାରୀଙ୍କ ସମେତ ୩୩ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଛି।
ସୂଚନାଯୋଗ୍ୟ,ଜମ୍ମୁ କଶ୍ମୀର ସେବା ଚୟନ ବୋର୍ଡ ମାର୍ଚ୍ଚ ୨୭ରେ ପୋଲିସର ସବ-ଇନ୍ସପେକ୍ଟରଙ୍କ ପଦବୀ ପାଇଁ ଲିଖିତ ପରୀକ୍ଷା କରିଥିଲା, ଯାହାର ଫଳାଫଳ ଜୁନ ୪ରେ ଘୋଷଣା କରାଯାଇଥିଲା। ଜମ୍ମୁ-କଶ୍ମୀର ସରକାର ଏହି ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ୩୩ ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ଆଣି ଏକ ତଦନ୍ତ କମିଟି ଗଠନ କରିଥିଲେ। ତାଲିବାନ ଶାସନ ଅଧୀନରେ ଆଫଗାନିସ୍ତାନର ପ୍ରାୟ ସମସ୍ତ ପ୍ରମୁଖ ଅନଲାଇନ ସପିଂ ସେବା ବନ୍ଦ ହୋଇଯାଇଛି। ନିକଟରେ ଦେଶରେ ଆର୍ଥିକ ସଙ୍କଟ କାରଣରୁ ଦୁଇଟି ପ୍ରମୁଖ ଅନଲାଇନ ଶପିଂ ସେବା ମଧ୍ୟ ସେମାନଙ୍କ ସେବା ବନ୍ଦ କରିବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri