ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ମୁମ୍ବାଇରେ ପହଞ୍ଚିଲା ସିବିଆଇ

ମୁମ୍ବାଇ,୨୦।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାର ତଦନ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ସିବିଆଇ ଟିମ ଗୁରୁବାର ସାରେ ମୁମ୍ବାଇରେ ପହଞ୍ଚିଛି। ଉକ୍ତ ଟିମରେ ୪ ଜଣ ଅଧିକାରୀ ସାମିଲ ଅଛନ୍ତି। ସେହିପରି ଆଉ ଏକ ଟିମ ବିଳମ୍ବିତ ରାତିରେ ମୁମ୍ବାଇରେ ପହଞ୍ଚିବ ବୋଲି ଜଣାପଡିଛି। ସେପଟେ ମୁମ୍ବାଇ ପୋଲିସ କମିଶନର ପରମ୍ବୀର ସିଂ କହିଛନ୍ତି ଯେ, ଏହି ଘଟଣାର ତଦନ୍ତରେ ସିବିଆଇ ସହ ସମ୍ପୂର୍ଣ୍ଣ ସହଯୋଗ କରିବେ। ସିବିଆଇ ଏଠାରେ ମୁମ୍ବାଇ ପୋଲିସ ଠାରୁ କ୍ରାଇମ ସିନର ସମସ୍ତ ତଥ୍ୟ ନେବ। ତଦନ୍ତ ପାଇଁ ସିବିଆଇର ଏସଆଇଟି ଟିମ, ଟେକନିକ, ଫୋରେନ୍ସିକ ଏବଂ ଟିଏଫସିର ସହାୟତା ନେବ। ସିବିଆଇ ସୁଶାନ୍ତଙ୍କ ଘରେ ପୁନର୍ବାର କ୍ରାଇମ ସିନ କରିବ। ସିବିଆଇର ସ୍ପେଶାଲ ଇନଭେଷ୍ଟିଗେସନ ଟିମ ବା ଏସଆଇଟି ଏବେ ବିହାର ପୋଲିସର କେସ ଡାଏରୀ ଆଧାରରେ ତଦନ୍ତ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri