ବରିଷ୍ଠ ଆଇଏଏସ୍‌  ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ: ଆଇନମନ୍ତ୍ରୀ କହିଲେ ଯେତେବଡ଼ ଅଧିକାରୀ ହେଉ କି…

ଭୁବନେଶ୍ୱର,୧୨।୧୪: ବରିଷ୍ଠ ଆଇଏଏସ୍‌  ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ ପ୍ରସଙ୍ଗରେ ମୁହଁ ଖୋଲିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଦୁର୍ନୀତି ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ହେବ। ଦୁର୍ନୀତି ପ୍ରତି ସରକାରଙ୍କ ଶୂନ୍ୟ ସହନଶୀଳତା ରହିଛି। ଯେତେବଡ଼ ଅଧିକାରୀ ହେଉ କି ମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ହେବ ହିଁ ହେବ। ଯଦି ଲିଙ୍କ ବାହାରେ ନିଶ୍ଚିନ୍ତ ତଦନ୍ତ ହେବ ବୋଲି ମନ୍ତ୍ରୀ  ହରିଚନ୍ଦନ କହିଛନ୍ତି।
ସଚିବ ବିଷ୍ଣୁପଦ ସେଠୀଙ୍କୁ ସିବିଆଇର ସମନ ହୋଇଛି। ଡିସେମ୍ବର ୧୧ ତାରିଖ ଦିନ ୧୦ଟା ବେଳେ ସିବିଆଇ କାର୍ଯ୍ୟାଳୟରେ ହାଜର ହେବା ପାଇଁ ନୋଟିସ ହୋଇଥିଲା। ମର୍ସିଡିଜରୁ ୧୦ଲକ୍ଷ ଟଙ୍କା ଜବତ ଘଟଣାରେ ତାଙ୍କ ଠାରେ କିଛି ପ୍ରମାଣ ଓ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରହିଥିବାରୁ ଏହାକୁ ନିଶ୍ଚିତ କରିବା ପାଇଁ ହାଜର ହେବାକୁ ସମନ କରିଛି ସିବିଆଇ। ଟେଣ୍ଡର ଫିକ୍ସିଂରେ ବିଷ୍ପୁପଦ ସେଠୀଙ୍କ ଡ୍ରାଇଭରକୁ ସମନ।
ମର୍ସିଡିଜରୁ ଟଙ୍କା ଜବତ ଘଟଣାରେ ୩ ଅଭିଯୁକ୍ତଙ୍କ ବୟାନ ଆଧାରରେ ପ୍ରମୁଖ ସଚିବ ବିଷ୍ଣୁପଦଙ୍କ ଡ୍ରାଇଭରଙ୍କୁ ସମନ କରିଛି ସିବିଆଇ। ଇମେଲ ଯୋଗେ ସମନ ଜାରି କରିଛି ସିବିଆଇ।

Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri