Posted inଜାତୀୟ

ସିବିଆଇ ହାତରେ ଆଖଡା ପରିଷଦ ଅଧ୍ୟକ୍ଷ ନରେନ୍ଦ୍ର ଗିରି ମୃତ୍ୟୁ ମାମଲା: ଗଠନ ହେଲା ଯାଞ୍ଚ ଟିମ୍‌

ଲକ୍ଷ୍ନୌ,୨୪ ।୯: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆଖଡା ପରିଷଦ ଅଧ୍ୟକ୍ଷ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ମାମଲା ଯାଞ୍ଚ ସିବିଆଇ ନେଇଛି । କେନ୍ଦ୍ର ସରକାର ଏହି ମାମଲାରେ ନୋଟିଫିକେଶ ଜାରି କରି ଦେଇଛନ୍ତି ଓ ଏଥିପାଇଁ ଏକ ଯାଞ୍ଚ ଟିମ୍ ଗଠନ କରାଯାଇଛି । ଏହି ମାମଲାର ଯାଞ୍ଚ ସିବିଆଇ ମୁଖ୍ୟାଳୟର ବିଶେଷ ଅପରାଧ ଶାଖା କରିବ ଓ ଯାଞ୍ଚ ସମୟରେ ଟିମ୍ ଲକ୍ଷ୍ନୌ ସିବିଆଇ ଟିମ୍‌ର ବି ସାହାଯ୍ୟ ନେବ । ସିବିଆଇ ମୁଖ୍ୟାଳୟରେ ସିବିଆଇ ନିର୍ଦ୍ଦେଶକ ଯାଞ୍ଚକୁ ନେଇ ଏକ ବୈଠକ ଡାକିଛନ୍ତି । ଏଥିରେ ଯାଞ୍ଚ ସମ୍ପର୍କରେ ବିଶେଷ ଟିପ୍ସ ଦିଆଯିବ । ସିବିଆଇ ଉତ୍ତର ପ୍ରଦେଶ ପୋଲିସକୁ ଏପର୍ଯ୍ୟନ୍ତ କରାଯାଇଥିବା ଯାଞ୍ଚ ସହ ସମସ୍ତ କାଗଜପତ୍ର ମାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ ତୃତୀୟ ଲହର

ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ...

ଲୋକ ସଭା ନିର୍ବାଚନ:ମଇଦାନରେ ୧୬୩ ନିରକ୍ଷର

ନୂଆଦିଲ୍ଲୀ,୧୭।୫(ଆଇଏଏନ୍‌ଏସ୍‌):୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରୁ ମାତ୍ର ୪୮% ସ୍ନାତକ ହୋଇଥିବାବେଳେ ୧୬୩ ଜଣ ନିରକ୍ଷର। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ...

ଦ୍ରୌପଦୀ ହେବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୭: ରାଇସିନା ହିଲ୍‌ରେ ଚମକିବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ଗୁରୁବାର ଦେଶର ୧୫ତମ ରାଷ୍ଟ୍ରପତି ଭାବେ ପ୍ରଥମ ଓଡ଼ିଆ ଓ ଆଦିବାସୀ ମହିଳା ଦ୍ରୌପଦୀ...

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା

ଶିମଲା,୨୯।୧୦: ହିମାଚଳ ପ୍ରଦେଶ ଚମ୍ବାରେ ମଙ୍ଗଳବାର ସକାଳେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ରହିଛି। ଏଥିରେ କେହି ମୃତାହତ...

ପ୍ରଧାନମନ୍ତ୍ରୀଙ୍କୁ ଆଇଏମ୍‌ଏ କହିଲା: ପ୍ରମାଣ କର, ନଚେତ୍‌ କ୍ଷମା ମାଗ

ନୂଆଦିଲ୍ଲୀ,୧୭।୧:ଫାର୍ମାସ୍ୟୁଟିକାଲ୍‌ କମ୍ପାନୀଗୁଡ଼ିକ ଅନୁଗ୍ରହ ଲାଭ ପାଇଁ ଡାକ୍ତରମାନଙ୍କୁ ମହିଳା ଯୋଗାଉଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ତଥାକଥିତ ମନ୍ତବ୍ୟ ଝଡ଼ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କ...

ପୁଣି ବଦଳି ପାରନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ

ହାଭେରି, ୧୯।୧୨: ପୁଣି କର୍ନାଟକ ମୁଖ୍ୟମନ୍ତ୍ରୀ ବଦଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ରବିବାର ନିଜ ନିର୍ବାଚନ ମଣ୍ଡଳୀ ଶିଗାଓଁରେ ଦେଇଥିବା...

ବିଶ୍ୱର ସବୁଠୁ ବଡ଼ ତାଲା, ଅଯୋଧ୍ୟାର ରାମମନ୍ଦିରରେ ହେବ ବ୍ୟବହାର; ଓଜନ ଜାଣିଲେ…

ଲକ୍ଷ୍ନୌ,୧୪ା୧: ଉତ୍ତରପ୍ରଦେଶର ଅଲିଗଡ଼ ବିଶ୍ୱର ସବୁଠୁ ବଡ଼ ତାଲା ତିଆରି ପାଇଁ ଜଣାଶୁଣା। ଏଠାରେ ରହୁଥିବା ଏକ ବୃଦ୍ଧ ଦମ୍ପତି ୩୦୦ କିଲୋ ଓଜନର ଏକ...

ମେଣ୍ଟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ଗଠନ ହେବା ପୂର୍ବରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରାଯାଇଛି। ଭାଜପା କର୍ମୀ ସୁରେନ୍ଦ୍ର ବାହାଦୁର ସିଂଙ୍କ ପକ୍ଷରୁ ଦାଏର ପିଟିଶନରେ...

Advertisement
Archives

Model This Week