ସୁପ୍ରିମ କୋର୍ଟଙ୍କ ବଡ଼ ନିଷ୍ପତ୍ତି: ସିବିଆଇ କରିବ ସୁଶାନ୍ତ ସିଂ ରାଜପୁତ ମାମଲାର ତଦନ୍ତ

ନୂଆଦିଲ୍ଲୀ, ୧୯।୮: ବହୁ ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ହେବ। ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି ତଦନ୍ତ ପ୍ରକ୍ରିୟାରେ ମୁମ୍ବାଇ ପୋଲିସକୁ ସହଯୋଗ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଦୀର୍ଘ ଦିନରୁ ସୁଶାନ୍ତଙ୍କ ପରିବାର ଏବଂ ତାଙ୍କ ପ୍ରଶଂସକ ସିବିଆଇ ତଦନ୍ତ ଦାବି କରିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀପତ୍ର ଦାଖଲ କଲେ ଗୃହମନ୍ତ୍ରୀ

ଲକ୍ଷ୍ନୌ,୧୬।୪: କେନ୍ଦ୍ର ଗୃହମନ୍ତ୍ରୀ ଏବଂ ଲକ୍ଷ୍ନୌ ଲୋକସଭା ଆସନର ଭାଜପାର ଆଶାୟୀ ପ୍ରାର୍ଥୀ ରାଜନାଥ ସିଂହ ମଙ୍ଗଳବାର ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜନାଥ ସିଂହ...

୬୦କି.ମି. ସାଇକେଲ ଚଳାଇ ଡ୍ୟୁଟିରେ ପହଞ୍ଚିଲେ ପୋଲିସ ଅଧିକାରୀ

କୋଲକାତା, ୧।୪: ସାରା ବିଶ୍ୱ ମହାମାରୀ କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ଜାରି ରଖିଛି। ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତଙ୍କ ସହ ମୃତ୍ୟୁ ସଂଖ୍ୟା...

ଭାରତ ନିର୍ମାଣ କରିଛି ବିଶ୍ୱର ସର୍ବୋଚ୍ଚ ରାସ୍ତା: ଏଠାରୁ ଚାଇନା ଉପରେ ରଖାଯିବ କଡ଼ା ନଜର

ନୂଆଦିଲ୍ଲୀ,୧୪ା୯: ଭାରତ ଏପରି ଏକ ରାସ୍ତା ନିର୍ମାଣ କରିଛି, ଯାହା ବିର୍ଶ୍ୱର ସବୁଠୁ ଉଚ୍ଚ ରାସ୍ତା। ଏହି ରାସ୍ତାର ବିଶେଷ କଥା ହେଉଛି,ଏଠାରୁ ଚାଇନାର ପ୍ରତ୍ୟେକ...

ଏନ୍‌ଆର୍‌ସିକୁ ବିରୋଧ, ଆସାମ ବନ୍ଦ

ଗୁଆହାଟୀ,୨୧ା୯(ପି.ଟି.): ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଚୂଡ଼ାନ୍ତ ତାଲିକାରୁ ବହୁ ମୂଳବାସିନ୍ଦା ବାଦ୍‌ ପଡିଥିବାରୁ ଏହା ବିରୋଧରେ ଶୁକ୍ରବାର ଆସାମରେ ୧୨ ଘଣ୍ଟିଆ ବନ୍ଦ ପାଳନ...

୭ ଲୋକ ଜୀଅନ୍ତା ଜଳିଗଲେ

କୋଲକତା,୨୨।୩: ପଶ୍ଚିମବଙ୍ଗର ବୀରଭୂମରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ୭ ଜଣଙ୍କୁ ଜୀଅନ୍ତା ପୋଡି ଦିଆଯାଇଛି। ତୃଣମୂଳ କଂଗ୍ରେସର ଜଣେ କର୍ମୀଙ୍କ ହତ୍ୟା ପ୍ରତିଶୋଧରେ...

ଯୋଗ ଦିବସରେ ମନ୍ତ୍ରୀଙ୍କୁ ଜୋତା ପିନ୍ଧାଇଲେ ସରକାରୀ କର୍ମଚାରୀ

ଶାହଜହାଁପୁର,୨୧।୬: ଉତ୍ତରପ୍ରଦେଶର ଶାହଜହାଁପୁରରେ ଯୋଗ ଦିବସ ଅବସରରେ କ୍ୟାବିନେଟ ମନ୍ତ୍ରୀ ଲକ୍ଷ୍ମୀ ନାରାୟଣ ଚୌଧୁରୀଙ୍କ ଏକ ଫଟୋ ଭାଇରାଲ ହୋଇଛି। ଜଣେ ସରକାରୀ କର୍ମଚାରୀ ତାଙ୍କୁ...

ମାଡାମ ଟୁସାଡ୍‌ସରେ ପ୍ରିୟଙ୍କା

ଲଣ୍ଡନ: ପ୍ରିୟଙ୍କା ଚୋପ୍ରାଙ୍କ ମହମ ପ୍ରତିମୂର୍ତ୍ତି ମଙ୍ଗଳବାର ମାଡାମ ଟୁସାଡ୍ସ ଲଣ୍ଡନରେ ଅନାବରଣ ହୋଇଛି। ସେ ହେଉଛନ୍ତି ପ୍ରଥମ ବଲିଉଡ ଅଭିନେତ୍ରୀ ଯାହାଙ୍କ ପ୍ରତିମୂର୍ତ୍ତି ସେଠାରେ...

ଡ୍ରେନ୍‌ ସଫା କରିବା ବେଳେ ଶ୍ୱାସରୁଦ୍ଧ: ଜଣଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ହାରିଲେ ଆଉ ୩ ବ୍ୟକ୍ତି…

ପୁଣେ,୧୫।୩: ମହାରାଷ୍ଟ୍ର ପୁଣେର ବାରାମାଟିରେ ବୁଧବାର ଏକ ଅଘଟଣ ଘଟିଛି। ଡ୍ରେନ୍‌ରେ ଶ୍ୱାସରୁଦ୍ଧ ହୋଇ ୪ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ପ୍ରବୀଣ ଅଟୋଲେ, ଭାନୁଦାସ...

Advertisement
Archives

Model This Week