ସିବିଓଆଇର ନେଟ୍‌ ଲାଭ ୧୫୮୨ କୋଟି

ନୂଆଦିଲ୍ଲୀ,୩।୫: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟାଙ୍କ ମୋଟ ୫୧.୩୮% ଅଭିବୃଦ୍ଧି ହାର ହାସଲକରି ୧୫୮୨ କୋଟି ଟଙ୍କାର ନେଟ୍‌ ଲାଭ ହାସଲ କରିପାରିଛି। ଅପରପକ୍ଷରେ ୨୦୨୧-୨୨ ଆର୍ଥିକ ବର୍ଷର ଏହି ସମାନ ଅବଧି ସମୟ ମଧ୍ୟରେ ବ୍ୟାଙ୍କର ନେଟ୍‌ ଲାଭ ୧୦୪୫ କୋଟି ଟଙ୍କା ରହିଥିଲା। ଏପରିକି ବ୍ୟାଙ୍କର ସମୁଦାୟ ବ୍ୟବସାୟ ୮.୩୯% ଅଭିବୃଦ୍ଧି ହାରରେ ୫,୭୭,୦୭୫ କୋଟିରେ ପହଞ୍ଚତ୍ଛି। ବ୍ୟାଙ୍କର ଅଗ୍ରିମ ହାର ୧୪.୭୯% ବୃଦ୍ଧି ପାଇ ୨,୧୭,୭୭୯ କୋଟିରେ ପହଞ୍ଚତ୍ପାରିଛି, ଯାହା ପୂର୍ବବର୍ଷ ଏହି ସମୟ ମଧ୍ୟରେ ୧,୮୯,୭୧୨ କୋଟି ରହିଥିଲା। ସେହିପରି ବ୍ୟାଙ୍କର ଗ୍ରସ୍‌ ଏନ୍‌ପିଏ ୮.୪୪% କୁ ହ୍ରାସ ପାଇଥିବା ବେଳେ ନେଟ୍‌ ଏନ୍‌ପିଏ ୧.୭୭% କୁ ହ୍ରାସ ପାଇଛି। ଫଳରେ ବ୍ୟାଙ୍କର ପ୍ରୋଭିଜନ୍‌ କଭରେଜ ରେସିଓ ୯୨.୪୮% କୁ ବୃଦ୍ଧି ପାଇଛି। ଉଲ୍ଲେଖଯୋଗ୍ୟ, ୨୦୨୨-୨୩ ଆର୍ଥିକ ବର୍ଷରେ ବ୍ୟାଙ୍କର ଡିଜିଟାଲ କାରବାର, ମୋବାଇଲ ବ୍ୟାଙ୍କିଙ୍ଗ୍‌, ଆଇଏମ୍‌ପିଏସ୍‌ ଏବଂ ୟୁପିଆଇ କାରବାର ଆଦିରେ ୩୭.୩୯ % ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri