ସିବିଓଆଇର ‘ସେଣ୍ଟ କ୍ରାନ୍ତି ଅଭିଯାନ’

ଭୁବନେଶ୍ୱର,୧୩ା୮: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ)ର ପ୍ରତିଷ୍ଠାତା ସାର୍‌ ସୋରାବ୍‌ଜୀ ପୋଚଖାନାୱାଲାଙ୍କ ୧୪୧ତମ ଜନ୍ମଦିବସ ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ‘ସେଣ୍ଟ କ୍ରାନ୍ତି ଅଭିଯାନ’ର ଆରମ୍ଭ କରାଯାଇଛି। ଏହି ଅବସରରେ ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଅନାଦି ବିଶ୍ୱାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ବରିଷ୍ଠ ଅଧିକାରୀ ଏମ୍‌.କେ. ତ୍ରିପାଠୀ, ଏସ୍‌.ସି.ମହାପାତ୍ର,ଏଲ୍‌. କେ. ଭଗତଙ୍କ ସମେତ ଅନ୍ୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଉକ୍ତ ଅଭିଯାନ ଅଧୀନରେ ଏକ ମୋବାଇଲ ଭ୍ୟାନ୍‌ ପ୍ରଚାର ଅଭିଯାନ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ମୋବାଇଲ ଭ୍ୟାନ୍‌ ଭୁବନେଶ୍ୱର ଓ କଟକ ସହରର ବିଭିନ୍ନ ସ୍ଥାନ ଦେଇ ଗତି କରିବ ଯାହା ‘ସେଣ୍ଟ କ୍ରାନ୍ତି ଅଭିଯାନ’ ଅଧୀନରେ ଥିବା ଯୋଜନାଗୁଡିକୁ ବ୍ୟାପକ ଭାବେ ଲୋକପ୍ରିୟ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri