Posted inଜାତୀୟ

ସିବିଏସ୍‌ଇ ଦଶମ ଟର୍ମ-୧ ଓଡ଼ିଆ ପେପର ବିବାଦ ସମାଧାନ, ୨୮ ହଜାରରୁ ଅଧିକ ଛାତ୍ରୀଛାତ୍ରଙ୍କୁ ସୁଫଳ…

ନୂଆଦିଲ୍ଲୀ, ୧୫।୩ : ସିବିଏସ୍‌ଇ ଟର୍ମ-୧ ଦଶମ ପରୀକ୍ଷାରେ ଓଡ଼ିଆ ପେପରକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ହୋଇଛି। ବୋର୍ଡ କର୍ତ୍ତୃପକ୍ଷ ଓଡ଼ିଆ ପେପରର ପ୍ରଶ୍ନପତ୍ର ଏବଂ ଉତ୍ତର ଯାଞ୍ଚ୍‌ କରିଛନ୍ତି। ଏହାପରେ ପ୍ରକାଶିତ ଫଳରେ ଆବଶ୍ୟକ ପରିବର୍ତ୍ତନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

କିଛି ଓଡ଼ିଆ ପ୍ରଶ୍ନର ଉତ୍ତର ଆନସର କି’ ରେ ଭୁଲ୍‌ ଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଥିଲେ। ପରେ ଗଠିତ ହୋଇଥିବା କମିଟି ଏହାର ଯାଞ୍ଚ୍‌ କରିଥିଲେ। ଏହା ଦ୍ୱାରା ସିବିଏସ୍‌ଇ ଦଶମ ଟର୍ମ-୧ ଓଡ଼ିଆ ପେପରରେ ୨୮ ହଜାର ୩୧୦ ଛାତ୍ରୀଛାତ୍ରଙ୍କୁ ସୁଫଳ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?