ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷାର ସୂଚୀ

ନୂଆଦିଲ୍ଲୀ,୨।୨- ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବୋର୍ଡ ପରୀକ୍ଷାର ସୂଚୀ। ଆସନ୍ତା ମେ’୪ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ବୋର୍ଡ ପରୀକ୍ଷା ହେବ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଟୁଇଟ କରି ସୂଚନା ଦେଇଛନ୍ତି।

ଦଶମରେ ଗୋଟିଏ ସିଫ୍ଟରେ ସକାଳ ୧୦ଟା ୩୦ରୁ ଅପରାହ୍ନ ୧ଟା ୩୦ ପର୍ଯ୍ୟନ୍ତ ପରୀକ୍ଷା ହେବାକୁ ଥିବାବେଳେ ଦୁଇଟି ସିଫ୍ଟରେ (ସକାଳ ୧୦ଟା ୩୦ରୁ ଅପରାହ୍ନ ୧ଟା ୩୦ ଓ ଅପରାହ୍ନ ୨ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ) ହେବ ଦ୍ୱାଦଶ ପରୀକ୍ଷା। ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ପଢ଼ିବାକୁ ୧୫ ମିନିଟ ଦିଆଯିବ। ପରିକ୍ଷାର୍ଥୀଙ୍କୁ ପରୀକ୍ଷା ହଲରେ ମାସ୍କ ପିନ୍ଧିବା ସହିତ ଓ ସାମାଜିକ ଦୂରତା ପାଳନ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri