ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷାର ସୂଚୀ

ନୂଆଦିଲ୍ଲୀ,୨।୨- ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବୋର୍ଡ ପରୀକ୍ଷାର ସୂଚୀ। ଆସନ୍ତା ମେ’୪ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ବୋର୍ଡ ପରୀକ୍ଷା ହେବ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଟୁଇଟ କରି ସୂଚନା ଦେଇଛନ୍ତି।

ଦଶମରେ ଗୋଟିଏ ସିଫ୍ଟରେ ସକାଳ ୧୦ଟା ୩୦ରୁ ଅପରାହ୍ନ ୧ଟା ୩୦ ପର୍ଯ୍ୟନ୍ତ ପରୀକ୍ଷା ହେବାକୁ ଥିବାବେଳେ ଦୁଇଟି ସିଫ୍ଟରେ (ସକାଳ ୧୦ଟା ୩୦ରୁ ଅପରାହ୍ନ ୧ଟା ୩୦ ଓ ଅପରାହ୍ନ ୨ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ) ହେବ ଦ୍ୱାଦଶ ପରୀକ୍ଷା। ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ପଢ଼ିବାକୁ ୧୫ ମିନିଟ ଦିଆଯିବ। ପରିକ୍ଷାର୍ଥୀଙ୍କୁ ପରୀକ୍ଷା ହଲରେ ମାସ୍କ ପିନ୍ଧିବା ସହିତ ଓ ସାମାଜିକ ଦୂରତା ପାଳନ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତ ସତ୍ତ୍ୱେ ପ୍ରେମିକଙ୍କ ସହ ହୋଇଯାଇଥିଲେ ଫେରାର; ବବୁଲ ଗଛରେ ଝୁଲୁଛି ମୃତଦେହ

ଚନ୍ଦାହାଣ୍ଡି,୨୫।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନସ୍ଥ ଶରଧାପୁର ଗ୍ରାମର ଅଳ୍ପ ଦୂରରେ ଥିବା ଏକ ବବୁଲ ଗଛରେ ସେହି ଗ୍ରାମର ପ୍ରେମୀଯୁଗଳ ବେକରେ ରଶି...

ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା...

ଭାରତ ପହଞ୍ଚିଲେ ଡେନମାର୍କ ପ୍ରଧାନମନ୍ତ୍ରୀ: ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା, ରାଷ୍ଟ୍ରପତିଙ୍କ ସହ ସାକ୍ଷାତ୍‌କାର

ନୂଆଦିଲ୍ଲୀ,୯ ।୧୦: ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନ ଶୁକ୍ରବାର ରାତିରେ ତାଙ୍କ ୩ ଦିନିଆ ଭାରତ ଗସ୍ତରେ ଆସି ଦିଲ୍ଲୀରେ ପହଞ୍ଚିଛନ୍ତି । ରାତି ପ୍ରାୟ...

ଘର ଘର ବୁଲି ଟିକା…

ନୂଆଦିଲ୍ଲୀ,୨।୧୧: କରୋନା ମହାମାରୀ ଲଢ଼େଇରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘର ଘର ବୁଲି ଟିକା ଦାନ ଅଭିଯାନ ଆରମ୍ଭ କରୁଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଅନୁସାରେ...

ପଞ୍ଜାବକୁ ଲକ୍‌ଡାଉନ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ...

ଗାୟକ ସିଧୁଙ୍କ ପରିବାର ଲୋକଙ୍କୁ ଭେଟିବେ ରାହୁଲ

ଚଣ୍ଡୀଗଡ଼,୬।୬: ଗାୟକ ସିଧୁ ମୂସେ ୱାଲାଙ୍କ ହତ୍ୟା ଘଟଣାର ଏକ ସପ୍ତାହ ପରେ ତାଙ୍କ ପରିବାର ଲୋକଙ୍କୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭେଟିବେ। ମଙ୍ଗଳବାର...

ଅନୁଭବଙ୍କୁ ହଇରାଣ କରୁଛନ୍ତି ପଡ଼ୋଶୀ, ଶୁଣିଲାନି ପୋଲିସ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କୁ ତାଙ୍କ ପଡ଼ୋଶୀ ହଇରାଣ କରୁଛନ୍ତି। ଏଥିସହ ପୋଲିସ ମଧ୍ୟ ତାଙ୍କୁ ଦୁର୍ବ୍ୟବହାର କରିଥିବା ସୋମବାର...

ଆଜିଠାରୁ ରବି ଧାନ ସଂଗ୍ରହ

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ରବି ଧାନ ଅମଳ ୪୦ ପ୍ରତିଶତ ଶେଷ ହୋଇଛି। ବୁଧବାରଠାରୁ ରାଜ୍ୟର ୧୭ଟି ଜିଲାରେ ରବି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ।...

Advertisement
Archives

Model This Week