ଆଜିଠୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର,୧୫ା୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର ପରୀକ୍ଷା ସକାଳ ସାଢ଼େ ୧୦ଟାରେ ଆରମ୍ଭ ହେବ। ତେବେ କିଛି ବିଷୟର ପରୀକ୍ଷା ଅପରାହ୍ନ ସାଢ଼େ ୧୨ଟାରେ ଓ ଆଉ କିଛି ପରୀକ୍ଷା ଅପରାହ୍ନ ସାଢ଼େ ୧ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୯ଟାରୁ ଛାତ୍ରୀଛାତ୍ର ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ। ପରୀକ୍ଷା ଆରମ୍ଭ ହେବାର ୪୫ ମିନିଟ୍‌ ପୂର୍ବରୁ ଅର୍ଥାତ୍‌ ୯ଟା ୪୫ରେ ସମସ୍ତ ପରୀକ୍ଷା ହଲ୍‌ ଖୋଲିବ। ଛାତ୍ରୀଛାତ୍ରଙ୍କୁ ୧୦ଟା ପୂର୍ବରୁ ନିଜ ନିଜ ସିଟ୍‌ରେ ବସିବାକୁ ପଡ଼ିବ। ୧୦ଟା ପରେ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri