ଫେବୃୟାରୀ ୧୫ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର,୧୩ା୧୨(ଅସମାପିକା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ରୁ ଆରମ୍ଭ ହେବ। ତେବେ ଦଶମ ପରୀକ୍ଷା ମାର୍ଚ୍ଚ ୧୩ରେ ଓ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ରେ ଶେଷ ହେବ। ଏନେଇ ମଙ୍ଗଳବାର ବୋର୍ଡ ପକ୍ଷରୁ ପରୀକ୍ଷା ସୂଚୀ ଜାରି ପ୍ରକାଶ ପାଇଛି। ଦଶମ ଓ ଦ୍ୱାଦଶ ଦୁଇଟି ଶ୍ରେଣୀର ବୋର୍ଡ ପରୀକ୍ଷା ସକାଳ ସାଢ଼େ ୧୦ଟାରୁ ଆରମ୍ଭ ହେବ। କିଛି ବିଷୟର ପରୀକ୍ଷା ଅବଧି ୨ଘଣ୍ଟା ଥିବାବେଳେ ଆଉ କିଛି ବିଷୟର ୩ଘଣ୍ଟା ରହିଛି। ତେବେ ଦୁଇଟି ବିଷୟର ପରୀକ୍ଷା ମଧ୍ୟରେ କିଛି ସମୟ ବ୍ୟବଧାନ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ପରବର୍ତ୍ତୀ ପରୀକ୍ଷା ପାଇଁ ପ୍ରସ୍ତୁତି ହୋଇପାରିବେ। ସେହିଭଳି ଜେଇଇ ମେନ୍‌ ଭଳି ବିଭିନ୍ନ କମ୍ପିଟେଟିଭ୍‌ ପରୀକ୍ଷାକୁ ଦୃଷ୍ଟିରେ ରଖି ଏହି ସୂଚୀ ପ୍ରସ୍ତୁତ କରାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି। ସେହିଭଳି ପରୀକ୍ଷା ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ପରବର୍ତ୍ତୀ ସମୟରେ ଜାରି କରାଯିବ ବୋଲି ବୋର୍ଡ ପକ୍ଷରୁ ଉକ୍ତ ପରୀକ୍ଷା ସୂଚୀରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri