ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦% ନମ୍ବର ରଖି ସ୍କୁଲ ଟପ୍ପର ହୋଇଛନ୍ତି। ସେହିପରି ପ୍ରମିଶ ମେହେର ୯୬%, ସୋମ ପ୍ରକାଶ ସାହୁ ୯୪.୬୦%, ସଚିନ କୁମାର ମେହେର ୯୪.୨୦%, ରମାକାନ୍ତ ସାହୁ ୯୩.୨୦%, ଶାଶ୍ୱତ କୁମାର ପାତ୍ର ୯୨.୮୦%, ସ୍ମିତ ସେଲିନା ସାହୁ ୯୨.୨୦%, ସୌରଭ ବେହେରା ୯୧.୨୦%, ନୀତିଶ ପରାଶର ୯୦.୮୦%, ସ୍ବସ୍ତିକ କୁମାର ସା ୯୦.୮୦%, ଏସ୍‌ ସୁଧାସ୍ମିତା ୯୦.୪୦%, ଚନ୍ଦନ ବୁଦ୍ଧିଆ ୯୦.୪୦%, ଐଶା ପଣ୍ଡା ୯୦.୨୦%, ଜ୍ୟୋତିର୍ମୟ ପାତ୍ର ୯୦% ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି। ସ୍କୁଲର ୧୪ ଜଣ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଫଳାଫଳ ଶତ ପ୍ରତିଶତ ରହିଛି। ଏ ନେଇ ସ୍କୁଲ ସମ୍ପାଦକ ଇଂ. ଅଜୟ କୁମାର ପଣ୍ଡା, ଚେୟାର ପର୍ସନ ସୁଶ୍ରୀ ସଙ୍ଗୀତା ପଣ୍ଡା, ଅଧ୍ୟକ୍ଷ ଚିନ୍ମୟ ଗୁରୁ ପ୍ରମୁଖ କୃତୀ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri