Posted inଜାତୀୟ

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ

ଭୁବନେଶ୍ୱର,୧୩।୫: ଦ୍ୱାଦଶ ପରେ ଏପେ ପ୍ରକାଶ ପାଇଛି CBSE ଦଶମ ରେଜଲ୍ଟ। ଏଥିରେ ପାସ ହାର ୯୩.୬୬ ପ୍ରତିଶତ ରହିଛି। CBSE ୱେବସାଇଟରେ ଛାତ୍ରୀଛାତ୍ରମାନେ ରେଜଲ୍ଟ ପାଇପାରିବେ। ସୂଚନାଯୋଗ୍ୟ, ଏଥର CBSE ଦଶମରେ ୨୪ ଲକ୍ଷ ୧୨ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।
ଚଳିତ ବର୍ଷ ପାସ ହାର ୯୩.୬୬ ପ୍ରତିଶତ ରହିଛି। CBSE ୱେବସାଇଟରେ ରେଜଲ୍ଟ ଉପଲବ୍ଧ ବୋଲି କୁହାଯାଇଛି। ଛାତ୍ରଙ୍କ ତୁଳନାରେ ଏଥର ଛାତ୍ରୀଙ୍କ ପାସ ହାର ଅଧିକ। ଭୁବନେଶ୍ବର ଜୋନରେ ଚଳିତ ବର୍ଷ ପାସ ହାର ୯୨.୬୪% ରହିଛି।
ଏଥର ଭୁବନେଶ୍ବର ଜୋନରେ ପାସ ହାର ୯୨.୬୪% ରହିଥିବା ବେଳେ ସଫଳତାରେ ତ୍ରିଭେନ୍ଦ୍ରମ ଆଗରେ ରହିଛି। ପାସ ହାର ୯୯.୭୯%। ବିଜୟୱାଡା ପାସ ହାର ୯୯.୭୯%, ବେଙ୍ଗାଳୁରୁ ପାସ ହାର ୯୮.୯୦% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ସିଂହ ରାଶିରେ ଗୋଚର: ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ବଡ଼ ଚାକିରି ଅଫର୍‌ରେ ବଦଳିବ ଭାଗ୍ୟ!

ଗୁରୁବାର, ନଭେମ୍ୱର ୧୨, ୨୦୨୬ ରେ ମଙ୍ଗଳ ଗ୍ରହ ତାଙ୍କର ମିତ୍ର ସୂର୍ଯ୍ୟଙ୍କ ରାଶି ସିଂହରେ ଗୋଚର କରିବାକୁ ଯାଉଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କର ସେନାପତି…

ଏକ୍ସରେ ଭିଡିଓ ବନାଇ ରୋଜଗାର କରନ୍ତୁ ମୋଟା ଅଙ୍କର ଟଙ୍କା! କମ୍ପାନୀ ଆଣିଲା ଜବରଦସ୍ତ ଫିଚର୍‌, ଜାଣନ୍ତୁ କିପରି କରିବ କାମ

ନୂଆଦିଲ୍ଲୀ,୧୧।୧୧: ସୋସିଆଲ ମିଡିଆରେ ବଡ଼ ଭିଡିଓର ଛୋଟ ଛୋଟ କ୍ଲିପ ପ୍ରସ୍ତୁତ କରି ସେୟାର କରିବାର ଧାରା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହାଦ୍ୱାରା କେବଳ ଭିଡିଓକୁ…

IPL ୨୦୨୭ ପୂର୍ବରୁ ବଡ଼ ହଲଚଲ୍‌! ୧୦ ଖେଳାଳିଙ୍କ ଦଳ ପରିବର୍ତ୍ତନ, ଜାଣନ୍ତୁ କିଏ କେଉଁ ଟିମ୍‌କୁ ଗଲେ

ନୂଆଦିଲ୍ଲୀ,୧୧।୧୧: IPL ୨୦୨୭ ସିଜିନ୍‌ ପୂର୍ବରୁ ଖେଳାଳିଙ୍କ ଟ୍ରେଡ୍‌କୁ ନେଇ କ୍ରିକେଟ୍‌ ଜଗତରେ ବଡ଼ ହଲଚଲ୍‌ । ଏଥର ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ ଦୁଇଟି ଦଳର ଅଧିନାୟକ…

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ଗୁଳିମାଡ଼ରେ ୩ CRPF ଯବାନ…

ନୂଆଦିଲ୍ଲୀ, ୧୧।୧୧: ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ CRPF ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ବାଇକ୍‌ରେ ଆସିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ରେ ୩ ଜଣ CRPF ଯବାନ…

କମ୍ପୁଛି କେସିଙ୍ଗା ସହର, ମା’କାଳୀଙ୍କ ଆଶୀର୍ବାଦ ନେବାକୁ ଛୁଟି ଆସୁଛନ୍ତି ଭକ୍ତ

କେସିଙ୍ଗା,୧୧ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଧୂମ୍‌ଧାମରେ ହେଉଛି ମା’ ଶ୍ୟାମାକାଳୀ ପୂଜୋତ୍ସବ। କେସିଙ୍ଗାର ମା’ ଶ୍ୟାମାକାଳୀ ପୂଜା କମିଟି ପକ୍ଷରୁ ସୋମବାରଠାରୁ ଆରମ୍ଭ ୫…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ନେଇ ଜୋର୍‌ ଧରିଲା ଦାବି

ଅମରପାଲି,୧୧ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନକୁ ନେଇ ବିଭିନ୍ନ ଗ୍ରାମ ମଧ୍ୟରେ ଦାବି ଜୋର ଧରିଛି। ନିଜ…

ହାର୍ଦ୍ଦିକଙ୍କ ବିଦାୟ ପରେ ମୁମ୍ବାଇର ନୂଆ କ୍ୟାପ୍ଟେନ କିଏ? ଦୌଡ଼ରେ ୪ ବଡ଼ ନାଁ , ଜାଣନ୍ତୁ କିଏ ଅଛନ୍ତି ସବୁଠୁ ଆଗରେ…

ନୂଆଦିଲ୍ଲୀ, ୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସର ସାଥ ଛାଡ଼ିଛନ୍ତି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ଆଗାମୀ ଆଇପିଏଲ (ଆଇପିଏଲ ୨୦୨୭)ରେ ସେ ପଞ୍ଜାବ କିଙ୍ଗ୍ସ ପାଇଁ ଖେଳୁଥିବା ନଜର ଆସିବେ।…

ଏୟାରଇଣ୍ଡିଆ ବିମାନକୁ ଅପହରଣ ଧମକ, ଉଡ଼ାଣ ପୂର୍ବରୁ ପାଇଖାନାରୁ ମିଳିଲା…

କୋଲକାତା,୧୧ା୧୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ବିମାନବନ୍ଦରରେ ଖେଳିଯାଇଛି ହଇଚଇ। କୋଲକାତାରୁ ମୁମ୍ବାଇ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ଉଡ଼ାଣ ପୂର୍ବରୁ କ୍ୟାନ୍‌ସେଲ୍‌ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?