ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୧୩।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରେଜଲ୍ଟ ଘୋଷଣା କରିଛି। ବୋର୍ଡ ଏକାସାଙ୍ଗରେ ଉଭୟ ଶ୍ରେଣୀ ପାଇଁ ଫଳାଫଳ ଘୋଷଣା କରିଛି। ଛାତ୍ରୀଛାତ୍ରମାନେ ସେମାନଙ୍କର ରେଜଲ୍ଟ ସିବିଏସସି ଅଫିସିଆଲ ୱେବସାଇଟ୍ ମାଧ୍ୟମରେ cbse.gov.in ରେ ଯାଇ ଦେଖିପାରିବେ।

ଏହାବ୍ୟତୀତ cbse.nic.in, cbseresults.nic.in, ଏବଂ results.cbse.nic.in ରେ ଫଳାଫଳ ଯାଞ୍ଚ କରାଯାଇପାରିବ। ସେହିଭଳି, ଛାତ୍ରମାନେ ଶୀଘ୍ର digilocker.gov.in ଏବଂ results.gov.in ମାଧ୍ୟମରେ ସେମାନଙ୍କର ଫଳାଫଳ ଯାଞ୍ଚ କରିପାରିବେ। ଅନଲାଇନ ଫଳାଫଳ ପାଇବାକୁ, ଛାତ୍ରମାନେ ସେମାନଙ୍କର ରୋଲ୍ ନମ୍ବର, ସ୍କୁଲ୍ ନମ୍ବର ଏବଂ ଆଡମିଟ୍ କାର୍ଡ ଆଇଡି ଆବଶ୍ୟକ।

ସିବିଏସଇ ଉଭୟ ଶ୍ରେଣୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ଟପ୍ପରଙ୍କ ନାମ ପ୍ରକାଶ କକରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri