Posted inଜାତୀୟ

ପ୍ରକାଶ ପାଇଲା CBSE ଦ୍ବାଦଶ ରେଜଲ୍ଟ

ଭୁବନେଶ୍ୱର,୧୩।୫: ମଙ୍ଗଳବାର ପ୍ରକାଶ ପାଇଛି CBSE ଦ୍ବାଦଶ ରେଜଲ୍ଟ । ଦ୍ବାଦଶରେ ୮୮.୩୯% ଛାତ୍ରୀଛାତ୍ର ପାସ କରିଛନ୍ତି। ଭୁବନେଶ୍ବରରେ ପାସହାର ରହିଛି ୮୩.୬୪%। ଦେଶରେ ଛାତ୍ରୀଙ୍କ ପାସହାର ୯୧.୬୪%, ଛାତ୍ରଙ୍କ ପାସହାର ୮୫.୭୦% ରହିଛି। JNV- ୯୯.୨୯%, KV-୯୯.୦୫%, STSS-୯୮.୯୬% ପାସ କରିଛନ୍ତି। ଛାତ୍ରୀଛାତ୍ରମାନେ cbse.gov.in, http://cbseresults.nic.in ପରୀକ୍ଷା ଫଳ ଦେଖିପାରିବେ। results.cbse.nic.inରେ ମଧ୍ୟ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରୀଛାତ୍ର। ଡିଜିଲକର୍‌ ଓ ଉମଙ୍ଗ, ଆଇଭିଆର୍‌ଏସ ଓ ଏସଏମଏସରେ ବି ରେଜଲ୍ଟ ଉପଲବ୍ଧ ହେବ। ଚଳିତ ବର୍ଷ ଦଶମ ଓ ଦ୍ବାଦଶରେ ୪୨ ଲକ୍ଷ ପିଲା ପରୀକ୍ଷା ଦେଇଥିଲେ। ଦଶମରେ ୨୪ ଲକ୍ଷ ୧୨ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଦ୍ବାଦଶରେ ୧୭ ଲକ୍ଷ ୮୮ ହଜାର ପରୀକ୍ଷାର୍ଥୀ ରହିଛନ୍ତି। ଫେବ୍ରୁଆରୀ ୧୫ରୁ ଏପ୍ରିଲ ୪ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ପରୀକ୍ଷା।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri