ସିବିଏସ୍‌ଇ ଦଶମ, ଦ୍ୱାଦଶ ଟର୍ମ-୧ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର, ୧୯। ୧୦ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶର ଟର୍ମ-୧ ପରୀକ୍ଷା ତାରିଖ ଓ କାର୍ଯ୍ୟସୂଚୀ ସୋମବାର ଘୋଷଣା କରାଯାଇଛି। ଦଶମ ଶ୍ରେଣୀ ପିଲାଙ୍କ ଟର୍ମ-୧ ନଭେମ୍ବର ୧୭ରୁ ଆରମ୍ଭ ହେବ। ତେବେ ୧୭ରୁ ମାଇନର ସବ୍‌ଜେକ୍ଟଗୁଡ଼ିକର ପରୀକ୍ଷା ହେବ ଏବଂ ତା’ର କାର୍ଯ୍ୟସୂଚୀ ସ୍କୁଲଗୁଡ଼ିକୁ ପଠାଇ ଦିଆଯିବ। କିନ୍ତୁ ମେଜର ସବ୍‌ଜେକ୍ଟଗୁଡ଼ିକର ପରୀକ୍ଷର ନଭେମ୍ବର ୩୦ରୁ ଆରମ୍ଭ ହୋଇ ଡିସେମ୍ବର ୧୧ରେ ଶେଷ ହେବ। ସେହିଭଳି ଦ୍ୱାଦଶ ଶ୍ରେଣୀର ଟର୍ମ-୧ ପରୀକ୍ଷା ନଭେମ୍ବର ୧୬ରୁ ଆରମ୍ଭ ହେବ। ୧୬ରୁ ମାଇନର ସବ୍‌ଜେକ୍ଟର ପରୀକ୍ଷା ହେବଓ ତା’ର କାର୍ଯ୍ୟସୂଚୀ ସ୍କୁଲଗୁଡ଼ିକୁ ପଠାଇ ଦିଆଯିବ। କିନ୍ତୁ ମେଜର ସବ୍‌ଜେକ୍ଟଗୁଡ଼ିକ ଡିସେମ୍ବର ୧ରୁ ଆରମ୍ଭ ହୋଇ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ସବୁ ପରୀକ୍ଷାର ଅବଧି ୩ଘଣ୍ଟା ରହିବ। ପୂର୍ବାହ୍ନ ସାଢ଼େ ୧୧ଟାରୁ ପରୀକ୍ଷା ଆରମ୍ଭ ହେବ। ପ୍ରଶ୍ନପତ୍ର ପଢ଼ିବା ପାଇଁ ୨୦ମିନିଟ୍‌ ଦିଆଯିବ। ଅଧିକ ତଥ୍ୟ ପାଇଁ ଛାତ୍ରୀଛାତ୍ରମାନେ ଓ୍ବେବ୍‌ସାଇଟ୍‌ www.cbse.nic.inକୁ ଯାଇ ଦେଖିପାରିବେ ବୋଲି ସିବିଏସ୍‌ଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri