Posted inଜାତୀୟ

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ଫଳ: ଜାଣନ୍ତୁ କେତେ ରହିଛି ପାସ୍‌ହାର

ନୂଆଦିଲ୍ଲୀ,୧୫।୭: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ପାସ୍‌ ହାର ୯୧.୪୬ ପ୍ରତିଶତ ହୋଇଛି। ସେଥିମଧ୍ୟରୁ ୯୩.୩୧ ଛାତ୍ରୀ ଥିବାବେଳେ ୯୦.୧୪ ପ୍ରତିଶତ ଛାତ୍ର ପାସ୍‌ କରିଛନ୍ତି। ଛାତ୍ରୀଛାତ୍ର ପରୀକ୍ଷା ଫଳ ଜାଣିବା ପାଇଁ cbse.nic.in ଏବଂ cbseresults.nic.in ଓ୍ବେବସାଇଟ୍‌ ଲଗ୍‌ ଇନ୍‌ କରି ଜାଣି ପାରିବେ। ସୂଚନାଯୋଗ୍ୟ, କରୋନା ଯୋଗୁ ଚଳିତବର୍ଷ ବାକି ଥିବା ପରୀକ୍ଷା ରଦ୍ଦ କରାଯାଇଥିଲା। ବିକଳ୍ପ ମୂଲ୍ୟାଙ୍କନ ପ୍ରଣାଳୀ ଆଧାରରେ ଫଳାଫଳ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋରଜବରଦସ୍ତି ପାର୍ଲାମେଣ୍ଟକୁ ଭିତରକୁ ପଶିବାକୁ ଚେଷ୍ଟା କଲେ ସଂଦିଗ୍ଧ ବ୍ୟକ୍ତି

ନୂଆଦିଲ୍ଲୀ,୯।୧୨: ସୋମବାର ଜଣେ ସଂନ୍ଦିଗ୍ଧ ବ୍ୟକ୍ତି ପାର୍ଲାମେଣ୍ଟ ଭିତରକୁ ପଶିବାକୁ ଉଦ୍ୟମ କରିଛନ୍ତି। ପାର୍ଲାମେଣ୍ଟର ଶୀତ ଅଧିବେଶନ ଚାଲିଥିବାବେଳେ ବିନା କାଗଜ ପତ୍ରରେ ସେ ଏହା...

ଦେଶରେ ଥମୁନି ଲଜ୍ଜା

ନୂଆଦିଲ୍ଲୀ,୨ା୧୨: ଦୁଇବର୍ଷ ବିଳମ୍ବ ପରେ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ପକ୍ଷରୁ ଗତ ଅକ୍ଟୋବର ୨୮ରେ ପ୍ରକାଶ ପାଇଥିଲା ଭାରତର ବାର୍ଷିକ ଅପରାଧ ରିପୋର୍ଟ-୨୦୧୭।...

ମୁଲାୟମଙ୍କ ସହ କଥା ହୋଇ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୨ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସମାଜବାଦୀ ପାର୍ଟିର ସଂସ୍ଥାପକ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସହ କଥା...

ଗୋଲ୍ଡ, ସିଲ୍‌ଭର ପ୍ଲେଟେଡ୍‌ ବାସନରେ ଟ୍ରମ୍ପ ଦମ୍ପତିଙ୍କୁ ପରସା ଯିବ ଖାଦ୍ୟ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪-୨୫ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି...

ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ, ୩୦।୪: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଶନିବାର ଅନୁଷ୍ଠିତ ହେଇଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ...

ଦେଶବାସୀଙ୍କ ହୃଦୟ ଜିତିଲେ ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ

ନୂଆଦିଲ୍ଲୀ,୨୩।୪: ଦେଶର ‘ଫାଷ୍ଟ ଲେଡି’ ସବିତା କୋବିନ୍ଦ ଏବେ ଦେଶବାସୀଙ୍କ ହୃଦୟ ଜିତି ନେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ...

ସନ୍ଧ୍ୟା ୬ଟାରେ ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୨୦ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟା ୬ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ମଙ୍ଗଳବାର ସେ ନିଜେ ଟୁଇଟ୍ କରି ଏହି ସୂଚନା...

ସ୍ପାଇସ୍‌ ଜେଟ୍‌ ବିମାନରୁ କରୋନା ସନ୍ଦେହରେ ଯାତ୍ରୀଙ୍କୁ ଓହ୍ଲାଇ ଦିଆଗଲା

ନୂଆଦିଲ୍ଲୀ,୧୩।୨: ସ୍ପାଇସ୍‌ ଜେଟ୍‌ ବିମାନରୁ କରେନା ସନ୍ଦେହରେ ଜଣେ ଯାତ୍ରୀଙ୍କୁ ଓହ୍ଲାଇ ଦିଆଯାଇଛି। ବ୍ୟାଙ୍କକରୁ ଦିଲ୍ଲୀ ଆସୁଥିବା ଏସ୍ଜି-୮୮ ବିମାନରେ ଯାତ୍ରୀ ଜଣକ ଥିଲେ। ତାଙ୍କୁ...

Advertisement
Archives

Model This Week