CBSE Board Exam 2024: ଏହି ବର୍ଷ ୨ ଥର ବୋର୍ଡ ପରୀକ୍ଷା ଦେବେ ଦଶମ, ଦ୍ୱାଦଶ ଛାତ୍ରୀଛାତ୍ର, ଜାଣନ୍ତୁ ସମସ୍ତ ସୂଚନା…

ନୂଆଦିଲ୍ଲୀ,୧୦।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ୧୫ ଫେବୃଆରୀ ୨୦୨୪ରୁ ଆରମ୍ଭ ହେଉଛି ଏବଂ ଏଥିପାଇଁ ବୋର୍ଡ ଆଡମିଟ କାର୍ଡ ଜାରି କରିଛି। ତେବେ ଏହି ବର୍ଷଠାରୁ ସିବିଏସଇ ବୋର୍ଡର ଛାତ୍ରୀଛାତ୍ରଙ୍କୁ ଦୁଇଥର ବୋର୍ଡ ପରୀକ୍ଷା ଦେବାକୁ ସୁଯୋଗ ମିଳିବ। ନିକଟରେ ବୋର୍ଡ ପରୀକ୍ଷାକୁ ନେଇ ଶିକ୍ଷା ମନ୍ତ୍ରଣାଳୟ ଏକ ବଡ ଘୋଷଣା କରିଥିଲା ଯେ ବର୍ତ୍ତମାନ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା କରାଯିବ। ନୂତନ ଶିକ୍ଷା ନୀତି (ଏନ୍‌ଇପି) ଅନୁଯାୟୀ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ହେତୁ ଏହା କରାଯାଇଛି। ଏହି ଅନୁଯାୟୀ, ଚଳିତ ବର୍ଷଠାରୁ ଦଶମ ଏବଂ ଦ୍ୱାଦଶ ସିବିଏସଇ ବୋର୍ଡର ଛାତ୍ରୀଛାତ୍ର ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ଦେବେ। ପ୍ରଥମ ଥର ନଭେମ୍ବର-ଡିସେମ୍ବର ୨୦୨୪ ରେ ଏବଂ ଦ୍ୱିତୀୟ ଥର ଫେବୃଆରୀ-ମାର୍ଚ୍ଚରେ ପରୀକ୍ଷା କରାଯିବ ବୋଲି ଆଶା କରାଯାଉଛି। ତେବେ ଏ ବାବଦରେ ସିବିଏସଇ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ସରକାରୀ ସୂଚନା ଦିଆଯାଇ ନାହିଁ। ଗତ ବର୍ଷ ଏନସିଏଫ ଅଧୀନରେ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଘୋଷଣା କରିଥିଲା। ଏହି ଢାଞ୍ଚା ପରୀକ୍ଷା ଛାତ୍ରୀଛାତ୍ରଙ୍କ ପାସହାର ପ୍ରତିଶତ ବୃଦ୍ଧି ଲକ୍ଷ୍ୟରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri