Posted inଜାତୀୟ

ସିବିଏସ୍‌ଇ ୧୦ମ ଶ୍ରେଣୀ: ୯୫% ନମ୍ବର ରଖିଲେ ଏସିଡ୍‌ ପୀଡ଼ିତା କାଫି

ଚଣ୍ଡିଗଡ଼, ୧୫।୫: ଚଣ୍ଡିଗଡର ଦୃଷ୍ଟିବାଧିତା କାଫି ସିବିଏସ୍‌ଇ ୧୦ମ ଶ୍ରେଣୀ ପରୀକ୍ଷାରେ ୯୫.୨% ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି। କାଫି ଏବେ ପାଲଟିଛନ୍ତି ଅନେକ ପିଲାଙ୍କ ପାଇଁ ପ୍ରେରଣା। ରେଜଲ୍ଟକୁ ନେଇ କାଫିଙ୍କ ସମେତ ତାଙ୍କ ପରିବାର ବେଶ୍‌ ଖୁସି ଅଛନ୍ତି। ଏହାର ଶ୍ରେୟ କାଫି ତାଙ୍କ ସ୍କୁଲ ଶିକ୍ଷକ ଏବଂ ଅଭିଭାବକଙ୍କୁ ଦେଇଛନ୍ତି। କାଫି(୧୬) ଙ୍କୁ ଯେତେେବେଳ ୩ ବର୍ଷ ହୋଇଥିଲା, ସେ ସମୟରେ ଜଣେ ପଡ଼ୋଶୀ ତାଙ୍କ ଉପରକୁ ଏସିଡ୍‌ ମାଡ଼ କରିଥିଲେ। ଫଳରେ ତାଙ୍କ ମୁହିଁଟି ସମ୍ପୂର୍ଣ୍ଣ ଜଳିଯାଇଥିଲା। ଆକ୍ରମଣ ପରେ ୬ ବର୍ଷ ତାଙ୍କୁ ହସ୍ପିଟାଲରେ ଚିକିତ୍ସିତ ହେବାକୁ ପଡ଼ିଥିଲା। ପିଲାବେଳୁ ପାଠପଢ଼ାରେ ତାଙ୍କ ଖୁବ୍‌ ଆଗ୍ରହ ଥିଲା। ଦୃଷ୍ଟିଶକ୍ତି ହରାଇବା ପରେ ବର୍ଲି ସ୍କ୍ରିପ୍ଟ ଜରିଆରେ ସେ ପାଠପଢ଼ା ଆରମ୍ଭ କଲେ। ଭବିଷ୍ୟତରେ କାଫି ଜଣେ ଆଇପିଏସ୍‌ ହେବାକୁ ଲକ୍ଷ୍ୟ ରଖିଛନ୍ତି। ପାଠ ପଢ଼ା କ୍ଷେତ୍ରରେ ସେ ଯାହା କରିବାକୁ ଚାହିଁବେ ସେ ନେଇ କାଫିଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ ବୋଲି ବାପା ପଓ୍ବନ କହିଛନ୍ତି। ପଓ୍ବନ ହରିୟାଣା ସଚିବାଳୟରେ ପିଅନ ଭାବେ କାର୍ଯ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri