ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ପରୀକ୍ଷା ଫଳ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୨।୭(ବ୍ୟୁରୋ): ସିବିଏସ୍‌ଇ ଦଶମ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। www.cbse.nic.in ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଛାତ୍ରୀଛାତ୍ର ପରୀକ୍ଷାଫଳ ଦେଖିପାରିବେ । ଚଳିତ ବର୍ଷ ୯୪.୪୦% ପାସ୍‌ ହାର ରହିଛି। ୨୧,୦୯,୨୦୮ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ। ହେଲେ ସେମାନଙ୍କ ମଧ୍ୟରୁ ୨୦,୯୩,୯୭୮ ଜଣ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ ୧୯,୭୬,୬୬୮ ଜଣ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି।
ପୁଣିଥରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ୯୫.୨୧% ଛାତ୍ରୀ ପରୀକ୍ଷାରେ ପାସ୍‌ ହୋଇଥିବା ବେଳେ ପୁଅଙ୍କ ପାସ୍‌ ହାର ୯୩.୮୦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri