ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ପରୀକ୍ଷା ଫଳ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୨।୭(ବ୍ୟୁରୋ): ସିବିଏସ୍‌ଇ ଦଶମ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। www.cbse.nic.in ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଛାତ୍ରୀଛାତ୍ର ପରୀକ୍ଷାଫଳ ଦେଖିପାରିବେ । ଚଳିତ ବର୍ଷ ୯୪.୪୦% ପାସ୍‌ ହାର ରହିଛି। ୨୧,୦୯,୨୦୮ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ। ହେଲେ ସେମାନଙ୍କ ମଧ୍ୟରୁ ୨୦,୯୩,୯୭୮ ଜଣ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ ୧୯,୭୬,୬୬୮ ଜଣ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି।
ପୁଣିଥରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ୯୫.୨୧% ଛାତ୍ରୀ ପରୀକ୍ଷାରେ ପାସ୍‌ ହୋଇଥିବା ବେଳେ ପୁଅଙ୍କ ପାସ୍‌ ହାର ୯୩.୮୦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ଧଳା ବାଘୁଣୀ ରୁପା ଜନ୍ମ କଲା ପ୍ରଥମ ଶାବକ

ବାରଙ୍ଗ,୧୧।୩(ଡି.ଏନ୍‌.ଏ.): ନନ୍ଦନକାନନରେ ଧଳା ବାଘୁଣୀ ରୁପା ଶୁକ୍ରବାର ସକାଳେ ତାର ପ୍ରଥମ ଶାବକ ଜନ୍ମ ଦେଇଛି। ବାଘ ଶାବକର ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଛି। ଏବେ ସ୍ବତନ୍ତ୍ର...

ରକ୍ତ ଦେଇ ନାବାଳକର ଜୀବନ ବଞ୍ଚାଇଲେ ଆମ୍ବୁଲାନ୍ସ କର୍ମଚାରୀ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରକ୍ତ ଦେଇ ନାବାଳକର ଜୀବନ ବଞ୍ଚାଇଛନ୍ତି ଜଣେ ଆମ୍ବୁଲାନ୍ସ କର୍ମଚାରୀ। ଜଣେ ଅପରିଚିତ ରୋଗୀକୁ ରକ୍ତ ଦାନକରିଥିବା ମାନବିକତାର ପରିଚୟ ଦେଇଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର...

ସ୍ଥିତି ଅସମ୍ଭାଳ: ୪ ଦିନରେ ୧୬ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ...

ଖଣି ଅଞ୍ଚଳରେ ଓଭରଲୋଡିଂ

ଯାଜପୁର ଅଫିସ,୨୦ା୧୨: ଯାଜପୁର ଜିଲାରେ ପଥରକ୍ବାରି ଓ କ୍ରଶର ସମେତ ବାଲି ଖାଦାନଗୁଡ଼ିକରୁ ଓଭରଲୋଡିଂ ଗାଡ଼ି ଚଳାଚଳ ଅଣାୟତ୍ତ ହୋଇଛି। ବିଶେଷକରି ସୁକିନ୍ଦା ଅଞ୍ଚଳକୁ ଢେଙ୍କାନାଳ...

ମିଳିଲା ଆଉ ଏକ ହାତୀ କଙ୍କାଳ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡରେ ସଙ୍କଟରେ ଗଜରାଜ। ୧୫ ଦିନରେ ବଡ଼ମ୍ବା ବନାଞ୍ଚଳରୁ ତିନୋଟି ଦନ୍ତାହାତୀର କଙ୍କାଳ ମିଳିଛି। ଗତ ୨ ଓ ୩ ତାରିଖରେ...

ଅଯୋଧ୍ୟା ମାମଲା: ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା; ଅଗଷ୍ଟ-୨ଠାରୁ ଶୁଣାଣି

ନୂଆଦିଲ୍ଲୀ,୧୮।୭: ଅଯୋଧ୍ୟା ମାମଲାରେ ସୁପ୍ରିମ୍‌କୋର୍ଟ ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଅଗଷ୍ଟ ୨ଠାରୁ ଓପନ କୋର୍ଟରେ ଏହାର ଶୁଣାଣି କରାଯିବ।...

ଜାତୀୟ ରାଜପଥ-୧୯ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଆଗ୍ରା,୧୧।୩: ଉତ୍ତରପ୍ରଦେଶ ଆଗ୍ରାର ଜାତୀୟ ରାଜପଥ-୧୯ରେ ଗୁରୁବାର ଭୋର୍‌ ୫ଟା ୧୫ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ୭୦ରୁ ୨୦ରେ ପ୍ରାର୍ଥୀ ଦେଇପାରେ କଂଗ୍ରେସ

ନୂଆଦିଲ୍ଲୀ,୧୧।୧: ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀ ଯୋଗାଡରେ ଲାଗି ପଡିଛନ୍ତି। ଦିଲ୍ଲୀ ବିଧାନସଭାର...

Advertisement
Archives

Model This Week