Posted inଜାତୀୟ

୧୨ଟାରେ ଆସିବ ସିବିଏସ୍‌ଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ,୩।୮: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ)ର ଦଶମ ପରୀକ୍ଷାର୍ଥୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ସିବିଏସ୍‌ଇ ଦଶମ ପରୀକ୍ଷା ଫଳାଫଳ ପ୍ରକାଶିତ ହେବ। ସିବିଏସ୍‌ଇ ବୋର୍ଡ ପକ୍ଷରୁ ଫଳାଫଳ ଘୋଷଣା କରାଯିବା ପରେ ଓ୍ବେବସାଇଟ୍‌ରେ ଏହା ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ cbse.gov.in ଓ cbseresults.nic.inରେ ନିଜର ରେଜଲ୍ଟ ଦେଖିପାରିବେ। ଛାତ୍ରୀଛାତ୍ରମାନେ ଉକ୍ତ ଓ୍ବେସାଇଟ୍‌ରେ ନିଜର ରୋଲ ନମ୍ବର ଜରିଆରେ ଫଳାଫଳ ଦେଖିପାରିବେ। ସୂଚନାଯୋଗ୍ୟ, କରୋନା ସଙ୍କଟ ଯୋଗୁ ଚଳିତ ବର୍ଷ ପରୀକ୍ଷା ଆୟୋଜିତ ହୋଇନାହିଁ। ମାର୍କିଂ ଫର୍ମୂଲା ଆଧାରରେ ଫଳାଫଳ ପ୍ରସ୍ତୁତ କରାଯାଇଛି। ଅନ୍ୟପଟେ ରେଜଲ୍ଟକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍କଣ୍ଠା ଭରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri