Posted inଜାତୀୟ

୧୨ଟାରେ ଆସିବ ସିବିଏସ୍‌ଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ,୩।୮: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ)ର ଦଶମ ପରୀକ୍ଷାର୍ଥୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ସିବିଏସ୍‌ଇ ଦଶମ ପରୀକ୍ଷା ଫଳାଫଳ ପ୍ରକାଶିତ ହେବ। ସିବିଏସ୍‌ଇ ବୋର୍ଡ ପକ୍ଷରୁ ଫଳାଫଳ ଘୋଷଣା କରାଯିବା ପରେ ଓ୍ବେବସାଇଟ୍‌ରେ ଏହା ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ cbse.gov.in ଓ cbseresults.nic.inରେ ନିଜର ରେଜଲ୍ଟ ଦେଖିପାରିବେ। ଛାତ୍ରୀଛାତ୍ରମାନେ ଉକ୍ତ ଓ୍ବେସାଇଟ୍‌ରେ ନିଜର ରୋଲ ନମ୍ବର ଜରିଆରେ ଫଳାଫଳ ଦେଖିପାରିବେ। ସୂଚନାଯୋଗ୍ୟ, କରୋନା ସଙ୍କଟ ଯୋଗୁ ଚଳିତ ବର୍ଷ ପରୀକ୍ଷା ଆୟୋଜିତ ହୋଇନାହିଁ। ମାର୍କିଂ ଫର୍ମୂଲା ଆଧାରରେ ଫଳାଫଳ ପ୍ରସ୍ତୁତ କରାଯାଇଛି। ଅନ୍ୟପଟେ ରେଜଲ୍ଟକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍କଣ୍ଠା ଭରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟିଲିଆ ମାମଲାରେ ପୂର୍ବ ପୋଲିସ ଅଧିକାରୀ ପ୍ରଦୀପ ଶର୍ମାଙ୍କୁ ମିଳିଲା ୩ ସପ୍ତାହ ପାଇଁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୫।୬: ଆଣ୍ଟିଲିଆ ମାମଲାରେ ଗିରଫ ହୋଇଥିବା ପୂର୍ବତନ ପୋଲିସ ଅଧିକାରୀ ତଥା ଏନକାଉଣ୍ଟର ବିଶେଷଜ୍ଞ ପ୍ରଦୀପ ଶର୍ମାଙ୍କୁ ଆଶ୍ୱସ୍ତି ମିଳିଛି। ସୂଚନାନୁସାରେ, ସୁପ୍ରିମକୋର୍ଟ ପ୍ରଦୀପ ଶର୍ମାଙ୍କୁ...

ମୋରାଲ ପୋଲିସିଂକୁ ଅନୁମତି ନାହିଁ, ଧର୍ମପରିବର୍ତ୍ତନ କରି ବିବାହ କରିଥିବା ମହିଳାଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ…

ଭୋପାଳ, ୩୦।୧ : ଦୁଇ ସାବାଳକ ନିଜ ପସନ୍ଦର ବିବାହ କରିପାରିବେ। ଏକ୍ଷେତ୍ରରେ ମୋରଲ ପୋଲିସିଂକୁ ଅନୁମତି ଦିଆଯିବ ନାହିଁ। ସେମାନଙ୍କ ଦାମ୍ପତ୍ୟ ଜୀନରେ କେହି...

ଶ୍ରୀନଗରରେ ଦ୍ୱିତୀୟ ଆକ୍ରମଣ: ସିସିଟିଭିରେ କଏଦ ହେଲା ଆତଙ୍କବାଦୀଙ୍କ ଲାଇଭ୍ ଭିଜୁଆଲ୍‌

ଶ୍ରୀନଗର,୧୯ ।୨: ଜମ୍ମୁ-କଶ୍ମୀରରେ ପୁଣିଥରେ ପୋଲିସକୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ । ବାରାଜୁଲ୍ଲା ଅଞ୍ଚଳରେ ଆତଙ୍କବାଦୀମାନେ ଶୁକ୍ରବାର ଦ୍ୱିପ୍ରହରରେ ପୋଲିସ ଉପରେ ଆଖିବୁଜା ଗୁଳି ଚଳାଇଛନ୍ତି...

ତ୍ରିକୋଣୀୟ ପ୍ରେମର ଦୁଃଖଦ ଅନ୍ତ: ଦୁଇ ଗର୍ଲଫ୍ରେଣ୍ଡଙ୍କୁ ଡାକିଲେ, ଜଣଙ୍କୁ ବଞ୍ଚାଇବା ପାଇଁ…

ବେଙ୍ଗାଲୁରୁ,୩।୨: କର୍ନାଟକରେ ତ୍ରିକୋଣୀୟ ପ୍ରେମର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦକ୍ଷିଣ କନ୍ନଡ ଜିଲାର ସୋମେଶ୍ୱରା ବିଚ୍‌କୁ ଜଣେ ଯୁବକ ତାଙ୍କର ଦୁଇ ଗର୍ଲଫ୍ରେଣ୍ଡଙ୍କୁ...

ଅର୍ଥମନ୍ତ୍ରୀ ସୀତାରମଣଙ୍କ ସ୍ବାମୀ ପରକଲା ପ୍ରଭାକରଙ୍କ ପରାମର୍ଶ: ନରସିଂହ ରାଓ-ମନମୋହନଙ୍କ ଆର୍ଥିକ ନୀତିକୁ ଗ୍ରହଣ କରନ୍ତୁ ମୋଦି

ନୂଆଦିଲ୍ଲୀ,୧୪।୧୦: ଦେଶର ଆଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସ୍ବାମୀ ପରକଲା ପ୍ରଭାକର ଏକ ଇଂଲିଶ୍‌ ଖବର କାଗଜରେ...

ଆମିର ଖାନ୍‌ଙ୍କୁ ଆସାମ ଗସ୍ତ ସ୍ଥଗିତ ରଖିବାକୁ କହିଲେ ବିଶ୍ୱଶର୍ମା

ଗୁଆହାଟୀ,୧୩ା୮: ଅଭିନେତା ଆମିର ଖାନ୍‌ଙ୍କ ଆସାମ ଗସ୍ତ ସ୍ଥଗିତ କରିବାକୁ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପରାମର୍ଶ ଦେଇଛନ୍ତି। ଆମିର ଆସନ୍ତା ୧୪ରେ ଗୁଆହାଟୀ ଯିବାକୁ ଯୋଜନା...

ମୁକୁଳିଲେ ଭାଜପା ବିଧାୟକ ଆକାଶ

ଇନ୍ଦୋର,୩୦।୬: ଭୋପାଳ ସ୍ପେଶାଲ କୋର୍ଟରୁ ଶନିବାର ଜାମିନ ମିଳିବା ପରେ ଭାଜପା ବିଧାୟକ ଆକାଶ ବିଜୟଭର୍ଗିୟ ରବିବାର ଜେଲରୁ ମୁକୁଳିଛନ୍ତି। ତେବେ ଜେଲ୍‌ରେ ସେ ଭଲ...

ଦିବ୍ୟାଙ୍ଗ ପିଲାଟିକୁ ବିମାନରେ ଯାତ୍ରା କରିବାକୁ ମିଳିଲାନି ଅନୁମତି

ରାଞ୍ଚି,୯।୫: ଝାଡଖଣ୍ଡର ରାଞ୍ଚି ବିମାନବନ୍ଦରରେ ଏକ ଅମାନବୀୟ ଘଟଣା ଘଟିଛି। ଇଣ୍ଡିଗୋ ଏୟାରଲାଇନ୍ସର କର୍ମଚାରୀମାନେ ଜଣେ ଦିବ୍ୟାଙ୍ଗ ପିଲାକୁ ବିମାନରେ ବସିବାକୁ ଅନୁମତି ଦେଇନାହାନ୍ତି। ଏହି...

Advertisement
Archives

Model This Week