Posted inଜାତୀୟ

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ

ନୂଆଦିଲ୍ଲୀ,୧୩।୭: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ୮୮.୭୮ ପ୍ରତିଶତ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ପାସ୍‌ ହାର ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ୫.୩୮ ପ୍ରତିଶତ ବୃଦ୍ଧି ହୋଇଛି। ଏହା ସିବିଏସ୍‌ଇର ଅଫିସିଆଲ ଓ୍ବେବସାଇଟରେ ଲପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା: ୮୮ ଲକ୍ଷ ମୁସଲମାନ ଛାତ୍ରୀଛାତ୍ର ଉପକୃତ; ହିନ୍ଦୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫ ଲକ୍ଷ ୨୦ ହଜାର

ନୂଆଦିଲ୍ଲୀ,୧୫।୬: କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା ଅନ୍ତର୍ଗତ ୨୦୧୮-୧୯ ବର୍ଷରେ ମୋଟ ଏକ କୋଟି ୮ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମୁସଲମାନ...

କରୋନାକୁ ନେଇ ସାର୍କ ରାଷ୍ଟ୍ରଙ୍କୁ ଭାରତର ବାର୍ତ୍ତା: ପ୍ରସ୍ତୁତ ରୁହ, ଭୟ କରନାହିଁ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ମିଳିତ ଜରୁରୀ ପାଣ୍ଠି ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ...

ଭାରତକୁ ସହାୟତା ମାଗିଲେ ୧୦ ଦେଶ

ନୂଆଦିଲ୍ଲୀ,୧୧।୧: କରୋନା ମହାମାରୀ ଲଢ଼େଇରେ ପୃଥିବୀରେ ଭାରତ ଆଗୁଆ ରହିଛି। ସାର୍ବଜନୀକ ଭାବେ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ କରୋନା ଟିକା ଦେବାଲାଗି ପ୍ରସ୍ତୁତି ଚୂଡ଼ାନ୍ତ...

ଆର୍‌ଏସ୍‌ଏସ୍‌ ସମେତ ୧୯ଟି ସଂଗଠନର ପଦାଧିକାରୀଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ନୀତୀଶଙ୍କ ନିର୍ଦ୍ଦେଶ: ସ୍ପେଶାଲ ବ୍ରାଞ୍ଚ୍‌କୁ ଦାୟିତ୍ୱ

ପାଟନା,୧୭।୭: ବିହାରରେ ନୀତୀଶ କୁମାରଙ୍କ ମେଣ୍ଟ ସରକାର ରାଜ୍ୟର କେତେକ ସଂଗଠନ ସମ୍ପର୍କରେ ତଥ୍ୟ ସଂଗ୍ରହ ପ୍ରକ୍ରିୟା ଜାରି ରଖିଛନ୍ତି। ଏହା ଅନ୍ତର୍ଗତ ରାଜ୍ୟରେ କାର୍ଯ୍ୟକରୁଥିବା...

୫୦ ବର୍ଷ ଧରି ଦେଶ ସେବା କରିଥିଲେ ମିସାଇଲ ମ୍ୟାନ, ମୃତ୍ୟୁ ବେଳକୁ ପାଖରେ ଥିଲା ମାତ୍ର ଏତିକି ଜିନିଷ

ପୂର୍ବତନ ରାଷ୍ଟ୍ରପତି ତଥା ମିସାଇଲ ମ୍ୟାନ ଏପିଜେ ଅବଦୁଲ କଲାମଙ୍କ ଆଜି ୫ମ ଶ୍ରାଦ୍ଧବାର୍ଷିକ। ୨୦୧୫ ମସିହା ଆଜିର ଦିନରେ କଲାମଙ୍କର ଦେହାନ୍ତ ହୋଇଥିଲା। ତାମିଲନାଡୁର...

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର...

ସିଏଏ ଏବଂ ଏନ୍‌ଆର୍‌ସି ବିଭାଜନ ଅସ୍ତ୍ର ଭାବେ କାର୍ଯ୍ୟ କରିବ: ରାହୁଲ

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକ ରେଜିଷ୍ଟାର (ଏନ୍‌ଆର୍‌ସି) ଦେଶରେ ବିଭାଜନର ଅସ୍ତ୍ର ଭାବେ କାର୍ଯ୍ୟ କରିବ ବୋଲି କଂଗ୍ରେସ ପକ୍ଷରୁ ରାହୁଲ...

୨୨ରେ ନିର୍ଭୟା-ଦୋଷୀଙ୍କୁ ହେବନି ଫାଶୀ !

ନୂଆଦିଲ୍ଲୀ,୧୫।୧: ନିର୍ଭୟା ମାମଲାର ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଓ ମୁକେଶ ସିଂଙ୍କୁ ଜାନୁୟାରୀ ୨୨ରେ ଫାଶୀ ହୋଇ ନ...

Play 250+ Trending Games
Archives

Model This Week

Why Dharitri