Categories: ଜାତୀୟ

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ

ନୂଆଦିଲ୍ଲୀ,୧୩।୭: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ୮୮.୭୮ ପ୍ରତିଶତ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ପାସ୍‌ ହାର ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ୫.୩୮ ପ୍ରତିଶତ ବୃଦ୍ଧି ହୋଇଛି। ଏହା ସିବିଏସ୍‌ଇର ଅଫିସିଆଲ ଓ୍ବେବସାଇଟରେ ଲପଲବ୍ଧ ହେବ।

Share