ଶିକ୍ଷା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି: ଏଣିକି ୨୨ଟି ଭାରତୀୟ ଭାଷାରେ ପଢିବେ ସିବିଏସ୍‌ଇ ଛାତ୍ରୀଛାତ୍ର, ଏହି ଦିନଠୁ ହେବ ଲାଗୁ

ନୂଆଦିଲ୍ଲୀ,୨୨।୨: ଶିକ୍ଷା ମନ୍ତ୍ରଣାଳୟ ଏକ ବଡ଼ ନିଷ୍ପତ୍ତି ନେଇଛି। ସିବିଏସ୍‌ଇରେ ବର୍ତ୍ତମାନ ପର୍ଯ୍ୟନ୍ତ ହିନ୍ଦୀ ଏବଂ ଇଂରାଜୀ ଭାଷାରେ ଅଧ୍ୟୟନ କେବଳ କରାଯାଉଥିଲା। କିନ୍ତୁ ବର୍ତ୍ତମାନ ୨୨ ଟି ଭାରତୀୟ ଭାଷାରେ ଅଧ୍ୟୟନ କରାଯାଇପାରେ। ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ସଚିବ ସଞ୍ଜୟ କୁମାର କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତି ୨୦୨୦ ଅନୁଯାୟୀ ୫ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ଦିଆଯିବା ଉଚିତ୍‌ ଏବଂ ଏଥର ନୂତନ ପାଠ୍ୟକ୍ରମ ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି କି ଏନ୍‌ସିଇଆରଟି ହିନ୍ଦୀ ଏବଂ ଇଂରାଜୀ ସହିତ ୨୨ ଟି ଭାରତୀୟ ଭାଷାରେ ପୁସ୍ତକ ପ୍ରକାଶିତ କରିବ।

ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ସଚିବ କହିଛନ୍ତି ଯେ ଆମେ ଏନ୍‌ସିଇଆରଟିକୁ ୨୨ଟି ଭାଷାରେ ପୂରା ସିଲାବସ ପ୍ରକାଶ କରିବାକୁ କହିଛୁ। ଏହି ଭାଷାଗୁଡ଼ିକ ଭାରତର ସମ୍ବିଧାନର ଧାରା ୮ରେ ଅଛି । ସିବିଏସ୍‌ଇ ଏହାର ସମସ୍ତ ୨୮ ହଜାର ବିଦ୍ୟାଳୟକୁ ମଧ୍ୟ ଆଡଭାଇଜରୀ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

ଟ୍ରମ୍ପ୍‌ଙ୍କୁ ଝଟକା: ସିନେଟ୍‌ରେ ଯୁଦ୍ଧ ବିରୋଧୀ ପ୍ରସ୍ତାବ ଗୃହୀତ

ୱାଶିଂଟନ, ୨୫ା୬: ଇରାନ୍‌ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଯୁଦ୍ଧନୀତିକୁ ବଡ଼ ବିରୋଧ କରାଯାଇ ସିନେଟ ପ୍ରଥମ ଥର…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଡେନ୍‌ମାର୍କରେ ମିଳିଲା ‘ଭାଇକିଂ’ ଯୁଗର ବିଶାଳ ବସ୍ତ୍ର ଉତ୍ପାଦନ କେନ୍ଦ୍ର

ସୋଫ୍ଟେନ (ଡେନମାର୍କ), ୨୫ା୬ (ଏପି): ୟୁରୋପର ପ୍ରାଚୀନ ଇତିହାସକୁ ନେଇ ବଡ଼ ପ୍ରତ୍ନତାତ୍ତ୍ୱିକ ସଫଳତା ମିଳିଛି। ଡେନ୍‌ମାର୍କରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଭାଇକିଂ ଯୁଗର ଏକ ବିଶାଳ ବସ୍ତ୍ର ଉତ୍ପାଦନ…

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri